ପ୍ରଶଂସକଙ୍କୁ କ୍ଷମା ମାଗିଲେ ନିୟା
ମୁମ୍ବାଇ: ‘ବିଗ୍ବସ୍ ୧୮’ ରବିବାରଠାରୁ ଆରମ୍ଭ ହୋଇଛି। ଏହି ଶୋ’ରେ ଅଭିନେତ୍ରୀ ନିୟା ଶର୍ମା ଅଂଶଗ୍ରହଣ କରୁଥିବାନେଇ ବିଭିନ୍ନ ରିପୋର୍ଟ ପ୍ରକାଶ ପାଇଥିଲା। ନିୟା ମଧ୍ୟ ପୂର୍ବରୁ ଉକ୍ତ ରିପୋର୍ଟକୁ ସ୍ବୀକାର କରିଥିଲେ। ତେବେ ସେ ରବିବାର ଏହି ଶୋ’ରେ ଅଂଶଗ୍ରହଣ କରୁ ନାହାନ୍ତି ବୋଲି ସୂଚନା ଦେଇଛନ୍ତି। ସେ ସୋସିଆଲ ମିଡିଆରେ ପୋଷ୍ଟ କରି ଲେଖିଛନ୍ତି, ସମସ୍ତ ପ୍ରଶଂସକ ଏବଂ ଶୁଭେଚ୍ଛୁମାନଙ୍କୁ କ୍ଷମାମାଗିବାକୁ ଚାହୁଁଛି। ‘ବିଗ୍ବସ୍ ୧୮’ରେ କିଛି ବ୍ୟକ୍ତିଗତ କାରଣ ଯୋଗୁ ସାମିଲ ହୋଇ […] The post ପ୍ରଶଂସକଙ୍କୁ କ୍ଷମା ମାଗିଲେ ନିୟା appeared first on Dharitri Odia News.
ମୁମ୍ବାଇ: ‘ବିଗ୍ବସ୍ ୧୮’ ରବିବାରଠାରୁ ଆରମ୍ଭ ହୋଇଛି। ଏହି ଶୋ’ରେ ଅଭିନେତ୍ରୀ ନିୟା ଶର୍ମା ଅଂଶଗ୍ରହଣ କରୁଥିବାନେଇ ବିଭିନ୍ନ ରିପୋର୍ଟ ପ୍ରକାଶ ପାଇଥିଲା। ନିୟା ମଧ୍ୟ ପୂର୍ବରୁ ଉକ୍ତ ରିପୋର୍ଟକୁ ସ୍ବୀକାର କରିଥିଲେ। ତେବେ ସେ ରବିବାର ଏହି ଶୋ’ରେ ଅଂଶଗ୍ରହଣ କରୁ ନାହାନ୍ତି ବୋଲି ସୂଚନା ଦେଇଛନ୍ତି। ସେ ସୋସିଆଲ ମିଡିଆରେ ପୋଷ୍ଟ କରି ଲେଖିଛନ୍ତି, ସମସ୍ତ ପ୍ରଶଂସକ ଏବଂ ଶୁଭେଚ୍ଛୁମାନଙ୍କୁ କ୍ଷମାମାଗିବାକୁ ଚାହୁଁଛି। ‘ବିଗ୍ବସ୍ ୧୮’ରେ କିଛି ବ୍ୟକ୍ତିଗତ କାରଣ ଯୋଗୁ ସାମିଲ ହୋଇ ପାରୁ ନାହିଁ।
The post ପ୍ରଶଂସକଙ୍କୁ କ୍ଷମା ମାଗିଲେ ନିୟା appeared first on Dharitri Odia News.