ପ୍ରସାଦ ଜୁଏଲର୍ସର ନୂଆ ଶୋ’ରୁମ ଉଦ୍‌ଘାଟିତ

ସମ୍ବଲପୁର,୨୮ା୧(ବି.ଶଙ୍କର): ପ୍ରସାଦ ଜୁଏଲର୍ସର ନୂତନ ଶୋରୁମ ସମ୍ବଲପୁର ସହର ବୁଢ଼ାରଜା ଏସ୍‌ଆଇଟି କଲୋନି ସମ୍ମୁଖରେ ରବିବାର ଉଦ୍‌ଘାଟିତ ହୋଇଯାଇଛି। ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ମୁଖ୍ୟ ଅତିଥିଭାବେ ଯୋଗଦେଇ ଶୋରୁମକୁ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିଥିଲେ। ଅନିଲ ପ୍ରସାଦଙ୍କ ପରିଚାଳନାରେ ଏହି କାର୍ଯ୍ୟକ୍ରମ ହୋଇଥିଲା। ସେହିଭଳି ଦୁଇ ମହଲା ବିଶିଷ୍ଟ ଏହି ଅତ୍ୟାଧୁନିକ ଶୋରୁମ ସୂକ୍ଷ୍ମ ଅଳଙ୍କାରଗୁଡିକର ଏକ ବିସ୍ତୃତ ସଂଗ୍ରହକୁ ପ୍ରଦର୍ଶିତ କରୁଛି। ରାଉରକେଲାଠାରେ ୨ହଜାର ବର୍ଗଫୁଟ ଅଚଳରେ ପରିବ୍ୟାପ୍ତ ଏକ ଷ୍ଟାର ସହ ନିଜର ଯାତ୍ରା […] The post ପ୍ରସାଦ ଜୁଏଲର୍ସର ନୂଆ ଶୋ’ରୁମ ଉଦ୍‌ଘାଟିତ appeared first on Dharitri Odia News.

ପ୍ରସାଦ ଜୁଏଲର୍ସର ନୂଆ ଶୋ’ରୁମ ଉଦ୍‌ଘାଟିତ

ସମ୍ବଲପୁର,୨୮ା୧(ବି.ଶଙ୍କର): ପ୍ରସାଦ ଜୁଏଲର୍ସର ନୂତନ ଶୋରୁମ ସମ୍ବଲପୁର ସହର ବୁଢ଼ାରଜା ଏସ୍‌ଆଇଟି କଲୋନି ସମ୍ମୁଖରେ ରବିବାର ଉଦ୍‌ଘାଟିତ ହୋଇଯାଇଛି। ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ମୁଖ୍ୟ ଅତିଥିଭାବେ ଯୋଗଦେଇ ଶୋରୁମକୁ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିଥିଲେ। ଅନିଲ ପ୍ରସାଦଙ୍କ ପରିଚାଳନାରେ ଏହି କାର୍ଯ୍ୟକ୍ରମ ହୋଇଥିଲା। ସେହିଭଳି ଦୁଇ ମହଲା ବିଶିଷ୍ଟ ଏହି ଅତ୍ୟାଧୁନିକ ଶୋରୁମ ସୂକ୍ଷ୍ମ ଅଳଙ୍କାରଗୁଡିକର ଏକ ବିସ୍ତୃତ ସଂଗ୍ରହକୁ ପ୍ରଦର୍ଶିତ କରୁଛି। ରାଉରକେଲାଠାରେ ୨ହଜାର ବର୍ଗଫୁଟ ଅଚଳରେ ପରିବ୍ୟାପ୍ତ ଏକ ଷ୍ଟାର ସହ ନିଜର ଯାତ୍ରା ଆରମ୍ଭ କରିଥିଲା ା ଏହାପରେ ପ୍ରସାଦ ଜୁଏଲର୍ସର ସୁନ୍ଦରଗଡ, ଝାରସୁଗୁଡା ଓ ସମ୍ବଲପୁରଠାରେ ଶାଖା ସହ ନିଜର ଉପସ୍ଥିତି ବିସ୍ତାର କରିଛି। ଏଥିସହ ଗ୍ରାହକଙ୍କ ବିବିଧ ପସନ୍ଦକୁ ପୂରଣ କରିବା ପାଇଁ ଏହି ଷ୍ଟୋରରେ ଆର୍ଟିଫିସିଆଲ ଜୁଏଲାରୀଗୁଡିକର ଏକ ସେକ୍ସନ ରହିଛି ବୋଲି କାର୍ଯ୍ୟକାରୀ ନିର୍ଦ୍ଦେଶକ ସୌରଭ ପ୍ରସାଦ ସୂଚିତ କରିଛନ୍ତି ା ସେ କହିଥିଲେ, ଉଦ୍‌ଘାଟନୀ ଉତ୍ସବ ସକାଶେ ସ୍ବତନ୍ତ୍ର ଅଫର ରହିଛିା ସେହିପରି ଆର୍ଟିଫିସିଆଲ ଜୁଏଲାରୀ ଉପରେ ଫ୍ଳାଟ ୨୦ ପ୍ରତିାତ ରିହାତି ଉପଲବ୍ଧ ରହିଛି ା ଏହି ଅଫରଗୁଡିକରେ କୌଣସି ସର୍ତ୍ତାବଳୀ ଲାଗୁ ନାହିଁ। ଏହା ଆସନ୍ତା ଫେବୃଆରୀ ୨ ପର୍ଯ୍ୟନ୍ତ ସମସ୍ତ କ୍ରୟ ଉପରେ ବୈଧ ରହିବ ା

The post ପ୍ରସାଦ ଜୁଏଲର୍ସର ନୂଆ ଶୋ’ରୁମ ଉଦ୍‌ଘାଟିତ appeared first on Dharitri Odia News.