ପ୍ରାଣପ୍ରତିଷ୍ଠା ଉତ୍ସବ ପୂର୍ବରୁ ଅଭେଦ୍ୟ ଦୁର୍ଗ ପାଲଟିଛି ଅଯୋଧ୍ୟା

୨୨ ତାରିଖ ପ୍ରାଣ ପ୍ରତିଷ୍ଠା ଉତ୍ସବ ପୂର୍ବରୁ ଅଭେଦ୍ୟ ଦୁର୍ଗରେ ପରିଣତ ହୋଇଛି ଅଯୋଧ୍ୟା। ଆଣ୍ଟି ଡ୍ରୋନ ପ୍ରଣାଳୀ, AI ସର୍ଭେଲାନ୍ସ କ୍ୟାମେରା ଓ ଟାୟାର କିଲର ବ୍ୟବସ୍ଥା ସାଙ୍ଗକୁ ମୁତୟନ ରହିବେ ବମ୍ବ ସ୍କ୍ୱାଡ..