ପ୍ରାର୍ଥିପତ୍ର ଦାଖଲ କଲେ ଅଭିଷେକ
ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ଅଭିଷେକ ସେଠ୍ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି। ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ଏକ ବିଶାଳ ଶୋଭାଯାତ୍ରାରେ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇଥିଲେ। ସେଠାରେ ସେ ଅତିରିକ୍ତ ଜିଲାପାଳ ମହେନ୍ଦ୍ର ମହାପାତ୍ରଙ୍କୁ ପ୍ରାର୍ଥିପତ୍ର ପ୍ରଦାନ କରିଥିଲେ। The post ପ୍ରାର୍ଥିପତ୍ର ଦାଖଲ କଲେ ଅଭିଷେକ appeared first on Dharitri Odia News.
ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ଅଭିଷେକ ସେଠ୍ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି। ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ଏକ ବିଶାଳ ଶୋଭାଯାତ୍ରାରେ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇଥିଲେ। ସେଠାରେ ସେ ଅତିରିକ୍ତ ଜିଲାପାଳ ମହେନ୍ଦ୍ର ମହାପାତ୍ରଙ୍କୁ ପ୍ରାର୍ଥିପତ୍ର ପ୍ରଦାନ କରିଥିଲେ।
The post ପ୍ରାର୍ଥିପତ୍ର ଦାଖଲ କଲେ ଅଭିଷେକ appeared first on Dharitri Odia News.