ପ୍ରାର୍ଥିପତ୍ର ଦାଖଲ କଲେ ଅଶ୍ୱିନୀ ବୈଷ୍ଣବ
ଭୁବନେଶ୍ୱର: ରାଜ୍ୟସଭା ପ୍ରାର୍ଥୀ ଭାବେ ଗୁରୁବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ଅଶ୍ୱିନୀ ବୈଷ୍ଣବ। ଓଡ଼ିଶାରୁ ତୃତୀୟ ପ୍ରାର୍ଥୀ ଭାବେ ସେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ୧୦ ଜଣ ପ୍ରସ୍ତାବକଙ୍କ ଉପସ୍ଥିତିରେ ସେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଏଠାରେ ସୂଚନାଯୋଗ୍ୟ, ବୁଧବାର ବିଜେପି କେନ୍ଦ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ଓଡ଼ିଶାରେ ବିଜେପି ରାଜ୍ୟସଭା ପ୍ରାର୍ଥୀ ଭାବେ ଅଶ୍ୱିନୀଙ୍କ ନାମ ଘୋଷଣା କରାଯାଇଥିଲା। ଏହାର କିଛି ସମୟ ପରେ ବିଜେଡି ମଧ୍ୟ ଅଶ୍ବିନୀଙ୍କ ପ୍ରାର୍ଥିତ୍ବକୁ ସମର୍ଥନ କରୁଥିବା ନେଇ ଦଳ ପକ୍ଷରୁ […]

ଭୁବନେଶ୍ୱର: ରାଜ୍ୟସଭା ପ୍ରାର୍ଥୀ ଭାବେ ଗୁରୁବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ଅଶ୍ୱିନୀ ବୈଷ୍ଣବ। ଓଡ଼ିଶାରୁ ତୃତୀୟ ପ୍ରାର୍ଥୀ ଭାବେ ସେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ୧୦ ଜଣ ପ୍ରସ୍ତାବକଙ୍କ ଉପସ୍ଥିତିରେ ସେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଏଠାରେ ସୂଚନାଯୋଗ୍ୟ, ବୁଧବାର ବିଜେପି କେନ୍ଦ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ଓଡ଼ିଶାରେ ବିଜେପି ରାଜ୍ୟସଭା ପ୍ରାର୍ଥୀ ଭାବେ ଅଶ୍ୱିନୀଙ୍କ ନାମ ଘୋଷଣା କରାଯାଇଥିଲା। ଏହାର କିଛି ସମୟ ପରେ ବିଜେଡି ମଧ୍ୟ ଅଶ୍ବିନୀଙ୍କ ପ୍ରାର୍ଥିତ୍ବକୁ ସମର୍ଥନ କରୁଥିବା ନେଇ ଦଳ ପକ୍ଷରୁ ଘୋଷଣା କରାଯାଇଥିଲା।