ପ୍ରାର୍ଥିପତ୍ର ଦାଖଲ କଲେ ଇରାସିସ ଆଚାର୍ଯ୍ୟ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଭାଜପା ପ୍ରାର୍ଥୀ ଇରାସିସ ଆଚାର୍ଯ୍ୟ ବୁଧବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ବରଗଡ଼ ଅତିରିକ୍ତ ଜିଲାପାଳଙ୍କ ଅଫିସରେ ପହଞ୍ଚିଥିଲେ। ସେଠାରେ ସେ ଅତିରିକ୍ତ ଜିଲପାଳ ମଧୁଛନ୍ଦା ସାହୁଙ୍କୁ ପ୍ରାର୍ଥିପତ୍ର ପ୍ରଦାନ କରିଥିଲେ। The post ପ୍ରାର୍ଥିପତ୍ର ଦାଖଲ କଲେ ଇରାସିସ ଆଚାର୍ଯ୍ୟ appeared first on Dharitri Odia News.

ପ୍ରାର୍ଥିପତ୍ର ଦାଖଲ କଲେ ଇରାସିସ ଆଚାର୍ଯ୍ୟ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଭାଜପା ପ୍ରାର୍ଥୀ ଇରାସିସ ଆଚାର୍ଯ୍ୟ ବୁଧବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ବରଗଡ଼ ଅତିରିକ୍ତ ଜିଲାପାଳଙ୍କ ଅଫିସରେ ପହଞ୍ଚିଥିଲେ। ସେଠାରେ ସେ ଅତିରିକ୍ତ ଜିଲପାଳ ମଧୁଛନ୍ଦା ସାହୁଙ୍କୁ ପ୍ରାର୍ଥିପତ୍ର ପ୍ରଦାନ କରିଥିଲେ।

The post ପ୍ରାର୍ଥିପତ୍ର ଦାଖଲ କଲେ ଇରାସିସ ଆଚାର୍ଯ୍ୟ appeared first on Dharitri Odia News.