ପ୍ରାର୍ଥିପତ୍ର ଦାଖଲ କଲେ ପରିଣୀତା ମିଶ୍ର
ବରଗଡ଼,୨।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଲୋକସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବିଜେଡି ପ୍ରାର୍ଥିନୀ ପରିଣୀତା ମିଶ୍ର ଗୁରୁବାର ନାମାଙ୍କନ ଦାଖଲ କରିଛନ୍ତି । ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ଜିଲାପାଳଙ୍କ ଅଫିସକୁ ପହଞ୍ଚି ଥିଲେ। ସେଠାରେ ସେ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ପ୍ରାର୍ଥିପତ୍ର ପ୍ରଦାନ କରିଥିଲେ। The post ପ୍ରାର୍ଥିପତ୍ର ଦାଖଲ କଲେ ପରିଣୀତା ମିଶ୍ର appeared first on Dharitri Odia News.
ବରଗଡ଼,୨।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଲୋକସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବିଜେଡି ପ୍ରାର୍ଥିନୀ ପରିଣୀତା ମିଶ୍ର ଗୁରୁବାର ନାମାଙ୍କନ ଦାଖଲ କରିଛନ୍ତି । ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ଜିଲାପାଳଙ୍କ ଅଫିସକୁ ପହଞ୍ଚି ଥିଲେ। ସେଠାରେ ସେ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ପ୍ରାର୍ଥିପତ୍ର ପ୍ରଦାନ କରିଥିଲେ।
The post ପ୍ରାର୍ଥିପତ୍ର ଦାଖଲ କଲେ ପରିଣୀତା ମିଶ୍ର appeared first on Dharitri Odia News.