ପ୍ରାର୍ଥିପତ୍ର ଦାଖଲ କଲେ ରାଜନାଥ ସିଂ
ଲକ୍ଷ୍ନୌ,୨୯ା୪: କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ସୋମବାର ତାଙ୍କର ପ୍ରାର୍ଥତ୍ପତ୍ର ଦାଖଲ କରିଛନ୍ତି। ବିଶାଳ ଶୋଭାଯାତ୍ରାରେ ଆସି ରାଜନାଥ ସିଂ ତାଙ୍କର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଆଜି ସ୍ମୃତି ଇରାନୀ ମଧ୍ୟ ତାଙ୍କର ପ୍ରାର୍ଥିପତ୍ର ଦାଖଲ କରିବେ। ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ରାଜନାଥ ଲକ୍ଷ୍ନୌର ହନୁମାନ ସେତୁ ମନ୍ଦିରରେ ପୂଜା କରିଥିଲେ। ସେ ଭଗବାନ ଶିବଙ୍କ ଜଳାଭିଷେକ କରି ହନୁମାନ ମନ୍ଦିର ପରିଦର୍ଶନ କରିଥିଲେ। The post ପ୍ରାର୍ଥିପତ୍ର ଦାଖଲ କଲେ ରାଜନାଥ ସିଂ appeared first on Dharitri Odia News.
ଲକ୍ଷ୍ନୌ,୨୯ା୪: କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ସୋମବାର ତାଙ୍କର ପ୍ରାର୍ଥତ୍ପତ୍ର ଦାଖଲ କରିଛନ୍ତି। ବିଶାଳ ଶୋଭାଯାତ୍ରାରେ ଆସି ରାଜନାଥ ସିଂ ତାଙ୍କର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଆଜି ସ୍ମୃତି ଇରାନୀ ମଧ୍ୟ ତାଙ୍କର ପ୍ରାର୍ଥିପତ୍ର ଦାଖଲ କରିବେ। ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ରାଜନାଥ ଲକ୍ଷ୍ନୌର ହନୁମାନ ସେତୁ ମନ୍ଦିରରେ ପୂଜା କରିଥିଲେ। ସେ ଭଗବାନ ଶିବଙ୍କ ଜଳାଭିଷେକ କରି ହନୁମାନ ମନ୍ଦିର ପରିଦର୍ଶନ କରିଥିଲେ।
The post ପ୍ରାର୍ଥିପତ୍ର ଦାଖଲ କଲେ ରାଜନାଥ ସିଂ appeared first on Dharitri Odia News.