ପ୍ରିଜାଇଡିଂ ଅଫିସର ନିଲମ୍ବିତ

କଟକ,୧ା୬(କାର୍ତ୍ତିକ ସାହୁ): କଟକ ଜିଲା ନିଆଳି ନିର୍ବାଚନ ମଣ୍ଡଳୀରେ ୭୫ନଂ ବୁଥ୍‌ରେ ନିୟୋଜିତ ପ୍ରିଜାଇଡିଂ ଅଧିକାରୀ ନିଲମ୍ବିତ ହୋଇଛନ୍ତି। କଟକ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଅରିନ୍ଦମ ଡାକୁଆ ପ୍ରିଜାଇଡିଂ ଅଫିସର ଭାବେ ନିୟୋଜିତ ଥିବା କଟକର ହରେକୃଷ୍ଣ ମହତାବ ଆଦର୍ଶ ସଂସ୍କୃତ ମହାବିଦ୍ୟାଳୟର ଅଧ୍ୟାପକ ଲକ୍ଷ୍ମୀ ନାରାୟଣ ଦାଶଙ୍କୁ ନିର୍ବାଚନ କାର୍ଯ୍ୟରେ ଅବହେଳା କରିଥିବାରୁ ତାଙ୍କୁ ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି। The post ପ୍ରିଜାଇଡିଂ ଅଫିସର ନିଲମ୍ବିତ appeared first on Dharitri Odia News.

ପ୍ରିଜାଇଡିଂ ଅଫିସର ନିଲମ୍ବିତ

କଟକ,୧ା୬(କାର୍ତ୍ତିକ ସାହୁ): କଟକ ଜିଲା ନିଆଳି ନିର୍ବାଚନ ମଣ୍ଡଳୀରେ ୭୫ନଂ ବୁଥ୍‌ରେ ନିୟୋଜିତ ପ୍ରିଜାଇଡିଂ ଅଧିକାରୀ ନିଲମ୍ବିତ ହୋଇଛନ୍ତି। କଟକ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଅରିନ୍ଦମ ଡାକୁଆ ପ୍ରିଜାଇଡିଂ ଅଫିସର ଭାବେ ନିୟୋଜିତ ଥିବା କଟକର ହରେକୃଷ୍ଣ ମହତାବ ଆଦର୍ଶ ସଂସ୍କୃତ ମହାବିଦ୍ୟାଳୟର ଅଧ୍ୟାପକ ଲକ୍ଷ୍ମୀ ନାରାୟଣ ଦାଶଙ୍କୁ ନିର୍ବାଚନ କାର୍ଯ୍ୟରେ ଅବହେଳା କରିଥିବାରୁ ତାଙ୍କୁ ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି।

The post ପ୍ରିଜାଇଡିଂ ଅଫିସର ନିଲମ୍ବିତ appeared first on Dharitri Odia News.