ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ

ଭୁବନେଶ୍ୱର,୨୩।୧୨: ସତ୍ୟନଗର ସ୍ଥିତ ଏକ ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ ଘଟିଛି। ନିଆଁର ପ୍ରଭାବ ବହୁତ ଅଧିକ ଥିବା ଅବେଳେ ଏଥିରେ ଗୋଦାମରେ ଥିବା ସାମଗ୍ରୀ ଜଳିପୋଡ଼ି ନଷ୍ଟ ହୋଇଯାଇଛି। ତେବେ ବର୍ତମାନ ସୁଦ୍ଧା ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ। ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ନିଆଁ ଲିଭାଇବାକୁ ଉଦ୍ୟମ କରୁଛି। The post ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ appeared first on Dharitri Odia News.

ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ

ଭୁବନେଶ୍ୱର,୨୩।୧୨: ସତ୍ୟନଗର ସ୍ଥିତ ଏକ ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ ଘଟିଛି। ନିଆଁର ପ୍ରଭାବ ବହୁତ ଅଧିକ ଥିବା ଅବେଳେ ଏଥିରେ ଗୋଦାମରେ ଥିବା ସାମଗ୍ରୀ ଜଳିପୋଡ଼ି ନଷ୍ଟ ହୋଇଯାଇଛି। ତେବେ ବର୍ତମାନ ସୁଦ୍ଧା ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ। ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ନିଆଁ ଲିଭାଇବାକୁ ଉଦ୍ୟମ କରୁଛି।

The post ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ appeared first on Dharitri Odia News.