ପ୍ଲଟ ବିକ୍ରି ନାଁରେ ଏକାଧିକ ଲୋକଙ୍କ ଠାରୁ ୩୫ ଲକ୍ଷ ଠକେଇ, ପୂର୍ବତନ ନିର୍ବାହୀ ଯନ୍ତ୍ରୀ ଗିରଫ

ପ୍ଲଟ ବିକ୍ରି ନାଁରେ ବ୍ରହ୍ମପୁରର ଏକାଧିକ ଲୋକଙ୍କ ଠାରୁ ୩୫ ଲକ୍ଷ ଟଙ୍କା ଠକେଇ କରିଥିବା ବ୍ରହ୍ମପୁର ମହାନଗର ନିଗମର ପୂର୍ବତନ ନିର୍ବାହୀ ଯନ୍ତ୍ରୀ ପି. ଶ୍ୟାମବାବୁ ପାତ୍ର(୫୮)ଙ୍କୁ ଟାଉନ ଥାନା ପୁଲିସ ଗିରଫ କରିଛନ୍ତି Odisha Bhaskar i