ଫର୍ଚ୍ୟୁନ୍ ଗ୍ଲୋବାଲ୍ ୫୦୦ ତାଲିକାରେ ରିଲାଏନ୍ସ
ନୂଆଦିଲ୍ଲୀ,୬।୮: ଦେଶର ପ୍ରମୁଖ ଘରୋଇ କମ୍ପାନୀ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ଼ ବା ଆର୍ଆଇଏଲ୍କୁ ନିକଟରେ ଆଉ ଏକ ଅନ୍ତଃରାଷ୍ଟ୍ରୀୟ ମାନ୍ୟତା ଦିଆଯାଇଛି। ଏପରିକି ଅନ୍ତଃରାଷ୍ଟ୍ରୀୟ ରେଟିଂ ଏଜେନ୍ସି ତଥା ଫର୍ଚ୍ୟୁନ୍ ଗ୍ଲୋବାଲ୍ ୫୦୦ତାଲିକାରେ ଆର୍ଆଇଏଲ ଆଉ ୨ଟି ସ୍ଥାନ ଉପରକୁ ଉଠି ୮୬ ତମ ସ୍ଥାନରେ ପହଞ୍ଚତ୍ଛି। ସେହିଭଳି ଗତ ତିନି ବର୍ଷ ମଧ୍ୟରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଏହି ତାଲିକାରେ ୬୯ଟି ସ୍ଥାନ ଉପରକୁ ଉଠିଛି। ୨୦୨୧ରେ ରିଲାଏନ୍ସ ଏହି ତାଲିକାରେ ୧୫୫ତମ ସ୍ଥାନରେ ରହିଥିଲା। The post ଫର୍ଚ୍ୟୁନ୍ ଗ୍ଲୋବାଲ୍ ୫୦୦ ତାଲିକାରେ ରିଲାଏନ୍ସ appeared first on Dharitri Odia News.
ନୂଆଦିଲ୍ଲୀ,୬।୮: ଦେଶର ପ୍ରମୁଖ ଘରୋଇ କମ୍ପାନୀ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ଼ ବା ଆର୍ଆଇଏଲ୍କୁ ନିକଟରେ ଆଉ ଏକ ଅନ୍ତଃରାଷ୍ଟ୍ରୀୟ ମାନ୍ୟତା ଦିଆଯାଇଛି। ଏପରିକି ଅନ୍ତଃରାଷ୍ଟ୍ରୀୟ ରେଟିଂ ଏଜେନ୍ସି ତଥା ଫର୍ଚ୍ୟୁନ୍ ଗ୍ଲୋବାଲ୍ ୫୦୦ତାଲିକାରେ ଆର୍ଆଇଏଲ ଆଉ ୨ଟି ସ୍ଥାନ ଉପରକୁ ଉଠି ୮୬ ତମ ସ୍ଥାନରେ ପହଞ୍ଚତ୍ଛି। ସେହିଭଳି ଗତ ତିନି ବର୍ଷ ମଧ୍ୟରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଏହି ତାଲିକାରେ ୬୯ଟି ସ୍ଥାନ ଉପରକୁ ଉଠିଛି। ୨୦୨୧ରେ ରିଲାଏନ୍ସ ଏହି ତାଲିକାରେ ୧୫୫ତମ ସ୍ଥାନରେ ରହିଥିଲା।
The post ଫର୍ଚ୍ୟୁନ୍ ଗ୍ଲୋବାଲ୍ ୫୦୦ ତାଲିକାରେ ରିଲାଏନ୍ସ appeared first on Dharitri Odia News.