ଫାଓର ସଭାପତି ହେଲେ ସମୀର ଦେ, ଜଣେ ପ୍ରାର୍ଥୀ ଥିବାରୁ ନିଦ୍ୱର୍ନ୍ଦ୍ୱରେ ହେଲେ ନିର୍ବାଚିତ

କଟକ ୧୨/୦୭: ଫାଓର ସଭାପତି ହେଲେ ସମୀର ଦେ । ଫୁଟବଲ ଆସୋସିଏସନ୍ ଅଫ୍ ଓଡିଶାର ସଭାପତି ହେଲେ ସମୀର ଦେ । ଜଣେ ମାତ୍ର ପ୍ରାର୍ଥୀ ହୋଇଥିବାରୁ ନିଦ୍ୱର୍ନ୍ଦ୍ୱରେ ହେଲେ ନିର୍ବାଚିତ । ଆସନ୍ତା ୨୧ ତାରିଖରେ ଔପଚାରିକ ଭାବେ ଘୋଷଣା କରାଯିବ । 