ଫୁଲୁଛି ମହାନଦୀ, ୧୦ ଜିଲାକୁ ସତର୍କ କରାଇଲେ ଏସ୍ଆର୍ସି
ଭୁବନେଶ୍ୱର,୯ା୮: ଉପରମୁଣ୍ଡରେ ବର୍ଷା ହେବାରୁ ହୀରାକୁଦ ଡ୍ୟାମ୍ର ୧୪ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ଫଳରେ ମହାନଦୀ ଫୁଲି ଚାଲିଛି। ମୁଣ୍ଡୁଳିଠାରେ ୫.୭୮ ଲକ୍ଷ କ୍ୟୁସେକ୍ ବନ୍ୟାଜଳ ପ୍ରବାହିତ ହେଉଛି। ଏନେଇ ୧୦ ଜିଲାର ଜିଲାପାଳଙ୍କୁ ସତର୍କ କରାଇଛନ୍ତି ସ୍ବତନ୍ତ୍ର ରିଲିଫ୍ କମିଶନର(ଏସ୍ଆର୍ସି) ସତ୍ୟବ୍ରତ ସାହୁ। ବିଶେଷକରି ତଳିଆ ଅଞ୍ଚଳ ଜିଲାପାାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସମ୍ବଲପୁର, ନୟାଗଡ଼, ଅନୁଗୋଳ, ବୌଦ୍ଧ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲାପାଳଙ୍କୁ ସତର୍କ କରାଇଛନ୍ତି। […] The post ଫୁଲୁଛି ମହାନଦୀ, ୧୦ ଜିଲାକୁ ସତର୍କ କରାଇଲେ ଏସ୍ଆର୍ସି appeared first on Dharitri Odia News.
ଭୁବନେଶ୍ୱର,୯ା୮: ଉପରମୁଣ୍ଡରେ ବର୍ଷା ହେବାରୁ ହୀରାକୁଦ ଡ୍ୟାମ୍ର ୧୪ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ଫଳରେ ମହାନଦୀ ଫୁଲି ଚାଲିଛି। ମୁଣ୍ଡୁଳିଠାରେ ୫.୭୮ ଲକ୍ଷ କ୍ୟୁସେକ୍ ବନ୍ୟାଜଳ ପ୍ରବାହିତ ହେଉଛି। ଏନେଇ ୧୦ ଜିଲାର ଜିଲାପାଳଙ୍କୁ ସତର୍କ କରାଇଛନ୍ତି ସ୍ବତନ୍ତ୍ର ରିଲିଫ୍ କମିଶନର(ଏସ୍ଆର୍ସି) ସତ୍ୟବ୍ରତ ସାହୁ। ବିଶେଷକରି ତଳିଆ ଅଞ୍ଚଳ ଜିଲାପାାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସମ୍ବଲପୁର, ନୟାଗଡ଼, ଅନୁଗୋଳ, ବୌଦ୍ଧ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲାପାଳଙ୍କୁ ସତର୍କ କରାଇଛନ୍ତି। ପାଣି ପଶିଥିବା ରାସ୍ତା ଓ ପୋଲ ଉପରେ ଯାତାୟାତ ନ କରିବାକୁ ଏସ୍ଆର୍ସି ପରାମର୍ଶ ଦେଇଛନ୍ତି।
The post ଫୁଲୁଛି ମହାନଦୀ, ୧୦ ଜିଲାକୁ ସତର୍କ କରାଇଲେ ଏସ୍ଆର୍ସି appeared first on Dharitri Odia News.