ଫେବୃଆରୀ ୧୮ ରୁ +୨ ପରୀକ୍ଷା

ଭୁବନେଶ୍ୱର : ଫେବ୍ରୁଆରୀ ୧୮ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା । ଫେବୃଆରୀ ୧୮ରୁ ମାର୍ଚ୍ଚ ୨୭ ଯାଏଁ ଚାଲିବ ପରୀକ୍ଷା । ଏନେଇ କାର୍ଯ୍ୟସୂଚୀ ପ୍ରକାଶ କଲା CHSE । କଳା, ବାଣିଜ୍ୟ, ବିଜ୍ଞାନ, ଧନ୍ଦାମୂଳକ ଓ ପତ୍ରବିନିମୟ ପରୀକ୍ଷା ହେବ । ୧୮ ତାରିଖରେ ବିଜ୍ଞାନ ବିଭାଗର ଏମ୍‌ଆଇଏଲ୍‌ ଓଡିଆ ପରୀକ୍ଷା ଅନୁଷ୍ଠିତ ହେବ । ୧୯ରେ କଳା ଓ ବାଣିଜ୍ୟ ପିଲାଙ୍କ ଏମଆଇଏଲ ଓଡିଆ ପରୀକ୍ଷା ଅନୁଷ୍ଠିତ ହେବ । ପରୀକ୍ଷାରେ […]

ଫେବୃଆରୀ ୧୮ ରୁ +୨ ପରୀକ୍ଷା
ଫେବୃଆରୀ ୧୮ ରୁ +୨ ପରୀକ୍ଷା

ଭୁବନେଶ୍ୱର : ଫେବ୍ରୁଆରୀ ୧୮ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା । ଫେବୃଆରୀ ୧୮ରୁ ମାର୍ଚ୍ଚ ୨୭ ଯାଏଁ ଚାଲିବ ପରୀକ୍ଷା । ଏନେଇ କାର୍ଯ୍ୟସୂଚୀ ପ୍ରକାଶ କଲା CHSE । କଳା, ବାଣିଜ୍ୟ, ବିଜ୍ଞାନ, ଧନ୍ଦାମୂଳକ ଓ ପତ୍ରବିନିମୟ ପରୀକ୍ଷା ହେବ । ୧୮ ତାରିଖରେ ବିଜ୍ଞାନ ବିଭାଗର ଏମ୍‌ଆଇଏଲ୍‌ ଓଡିଆ ପରୀକ୍ଷା ଅନୁଷ୍ଠିତ ହେବ । ୧୯ରେ କଳା ଓ ବାଣିଜ୍ୟ ପିଲାଙ୍କ ଏମଆଇଏଲ ଓଡିଆ ପରୀକ୍ଷା ଅନୁଷ୍ଠିତ ହେବ । ପରୀକ୍ଷାରେ ଯେଉଁଭଳି କୌଣସି ତ୍ରୁଟି ନହୁଏ ଏବଂ ପରୀକ୍ଷା ସୁପରିଚାଳନା ପାଇଁ ଗୁରୁତ୍ତ୍ୱ ଦେଇଛି ଓଡିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ।