ଫେବୃଆରୀ ୨୮ରେ ଓଡ଼ିଶା ଆସିବେ ବିଲ୍ ଗେଟ୍ସ
ଭୁବନେଶ୍ୱର,୨୬।୨: ଓଡ଼ିଶା ଆସିବାକୁ ଯାଉଛନ୍ତି ମାଇକ୍ରୋସଫ୍ଟ ସିଇଓ ବିଲ୍ ଗେଟ୍ସ। ଫେବୃଆରୀ ୨୮ ତାରିଖରେ ଆସି ସେ ଭୁବନେଶ୍ୱରରେ ପହଞ୍ଚିବେ। ଏହି ଗସ୍ତ ସମୟରେ ସେ କୃଷି ଭବନକୁ ଯାଇପାରନ୍ତି। ୨୦୧୭ରେ ମେଲିଣ୍ଡା ଫାଉଣ୍ଡେସନ ସହ ଓଡ଼ିଶା ସରକାରଙ୍କ ମଧ୍ୟରେ ଚୁକ୍ତି ହୋଇଥିଲା। ଓଡ଼ିଶାରେ କୃଷିରେ ଉନ୍ନତି ପାଇଁ ରାଜ୍ୟ ସରକାର ସହ ସେ ଚୁକ୍ତି କରିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଏହି ଚୁକ୍ତି ହୋଇଥିଲା। The post ଫେବୃଆରୀ ୨୮ରେ ଓଡ଼ିଶା ଆସିବେ ବିଲ୍ ଗେଟ୍ସ appeared first on Dharitri Odia News.
ଭୁବନେଶ୍ୱର,୨୬।୨: ଓଡ଼ିଶା ଆସିବାକୁ ଯାଉଛନ୍ତି ମାଇକ୍ରୋସଫ୍ଟ ସିଇଓ ବିଲ୍ ଗେଟ୍ସ। ଫେବୃଆରୀ ୨୮ ତାରିଖରେ ଆସି ସେ ଭୁବନେଶ୍ୱରରେ ପହଞ୍ଚିବେ। ଏହି ଗସ୍ତ ସମୟରେ ସେ କୃଷି ଭବନକୁ ଯାଇପାରନ୍ତି। ୨୦୧୭ରେ ମେଲିଣ୍ଡା ଫାଉଣ୍ଡେସନ ସହ ଓଡ଼ିଶା ସରକାରଙ୍କ ମଧ୍ୟରେ ଚୁକ୍ତି ହୋଇଥିଲା। ଓଡ଼ିଶାରେ କୃଷିରେ ଉନ୍ନତି ପାଇଁ ରାଜ୍ୟ ସରକାର ସହ ସେ ଚୁକ୍ତି କରିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଏହି ଚୁକ୍ତି ହୋଇଥିଲା।
The post ଫେବୃଆରୀ ୨୮ରେ ଓଡ଼ିଶା ଆସିବେ ବିଲ୍ ଗେଟ୍ସ appeared first on Dharitri Odia News.