ଫେବୃଆରୀ ୫ରୁ ବିଧାନସଭା
ଭୁବନେଶ୍ୱର,୧୯ା୧: ଫେବୃଆରୀ ୫ରୁ ବିଧାନସଭା ବଜେଟ୍ ଅଧିବେଶନ ଆରମ୍ଭ ହେବ। ୫ରୁ ୧୩ ପର୍ଯ୍ୟନ୍ତ ଏହି ଅଧିବେଶନ ଚାଲିବ। ଅଧିବେଶନରେ କାମଚଳା ବଜେଟ୍ ଆଗତ କରାଯିବ। ୫ରେ ରାଜ୍ୟପାଳଙ୍କ ଅଭିଭାଷଣ ଏବଂ ୮ରେ ବଜେଟ୍ ଉପସ୍ଥାପନ କରାଯିବ। The post ଫେବୃଆରୀ ୫ରୁ ବିଧାନସଭା appeared first on Dharitri Odia News.
ଭୁବନେଶ୍ୱର,୧୯ା୧: ଫେବୃଆରୀ ୫ରୁ ବିଧାନସଭା ବଜେଟ୍ ଅଧିବେଶନ ଆରମ୍ଭ ହେବ। ୫ରୁ ୧୩ ପର୍ଯ୍ୟନ୍ତ ଏହି ଅଧିବେଶନ ଚାଲିବ। ଅଧିବେଶନରେ କାମଚଳା ବଜେଟ୍ ଆଗତ କରାଯିବ। ୫ରେ ରାଜ୍ୟପାଳଙ୍କ ଅଭିଭାଷଣ ଏବଂ ୮ରେ ବଜେଟ୍ ଉପସ୍ଥାପନ କରାଯିବ।
The post ଫେବୃଆରୀ ୫ରୁ ବିଧାନସଭା appeared first on Dharitri Odia News.