ଫେବୃଆରୀରେ ସମ୍ବଲପୁର ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି!
ନୂଆଦିଲ୍ଲୀ,୨୫।୧: ଆସନ୍ତା ମାସ ୩ ତାରିଖରେ ଓଡ଼ିଶା ଗସ୍ତରେ ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତାଙ୍କର ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ଆଇଆଇଏମ ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସ ଉଦଘାଟନ କରିବେ। ତେବେ ଡିସେମ୍ବର ମାସରେ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ଥିଲା, କିନ୍ତୁ କୌଣସି କାରଣ ବଶତଃ ଏହି ଗସ୍ତ ବାତିଲ ହୋଇଥିଲା। ଗଣମାଧ୍ୟମ ସହ ଆଲୋଚନା କରି ଆସନ୍ତା ମାସରେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମ୍ପର୍କରେ ସୂଚନା ଦେଇଛନ୍ତି ଭାଜପା ପ୍ରଦେଶ ସଭାପତି ମନମୋହନ ସାମିଲ। The post ଫେବୃଆରୀରେ ସମ୍ବଲପୁର ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି! appeared first on Dharitri Odia News.
ନୂଆଦିଲ୍ଲୀ,୨୫।୧: ଆସନ୍ତା ମାସ ୩ ତାରିଖରେ ଓଡ଼ିଶା ଗସ୍ତରେ ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତାଙ୍କର ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ଆଇଆଇଏମ ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସ ଉଦଘାଟନ କରିବେ। ତେବେ ଡିସେମ୍ବର ମାସରେ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ଥିଲା, କିନ୍ତୁ କୌଣସି କାରଣ ବଶତଃ ଏହି ଗସ୍ତ ବାତିଲ ହୋଇଥିଲା। ଗଣମାଧ୍ୟମ ସହ ଆଲୋଚନା କରି ଆସନ୍ତା ମାସରେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମ୍ପର୍କରେ ସୂଚନା ଦେଇଛନ୍ତି ଭାଜପା ପ୍ରଦେଶ ସଭାପତି ମନମୋହନ ସାମିଲ।
The post ଫେବୃଆରୀରେ ସମ୍ବଲପୁର ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି! appeared first on Dharitri Odia News.