ଫେବ୍ରୁଆରୀ ୫ରୁ ବିଧାନସଭା ଅଧିବେଶନ, ୮ରେ ଆସିବ କାମଚଳା ବଜେଟ୍

ଭୁବନେଶ୍ୱର : ଫେବ୍ରୁଆରୀ ୫ରୁ ବିଧାନସଭା ଅଧିବେଶନ। ଫେବ୍ରୁଆରୀ ୮ରେ ଆସିବ କାମଚଳା ବଜେଟ୍। ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ। କାମଚଳା ବଜେଟ ଅଧିବେଶନ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ। ଅଧିବେଶନର ପ୍ରଥମ ଦିନ ଅଭିଭାଷଣ ରଖିବେ ରାଜ୍ୟପାଳ। ଏହି ଅଧିବେଶନରେ ରହିଛି ମୋଟ ୭ଟି କାର୍ଯ୍ୟଦିବସ। The post ଫେବ୍ରୁଆରୀ ୫ରୁ ବିଧାନସଭା ଅଧିବେଶନ, ୮ରେ ଆସିବ କାମଚଳା ବଜେଟ୍ appeared first on KNews Odisha.

ଫେବ୍ରୁଆରୀ ୫ରୁ ବିଧାନସଭା ଅଧିବେଶନ, ୮ରେ ଆସିବ କାମଚଳା ବଜେଟ୍
assembly

ଭୁବନେଶ୍ୱର : ଫେବ୍ରୁଆରୀ ୫ରୁ ବିଧାନସଭା ଅଧିବେଶନ। ଫେବ୍ରୁଆରୀ ୮ରେ ଆସିବ କାମଚଳା ବଜେଟ୍। ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ। କାମଚଳା ବଜେଟ ଅଧିବେଶନ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ। ଅଧିବେଶନର ପ୍ରଥମ ଦିନ ଅଭିଭାଷଣ ରଖିବେ ରାଜ୍ୟପାଳ। ଏହି ଅଧିବେଶନରେ ରହିଛି ମୋଟ ୭ଟି କାର୍ଯ୍ୟଦିବସ।

The post ଫେବ୍ରୁଆରୀ ୫ରୁ ବିଧାନସଭା ଅଧିବେଶନ, ୮ରେ ଆସିବ କାମଚଳା ବଜେଟ୍ appeared first on KNews Odisha.