ଫେବ୍ରୁଆରୀ ୫ରୁ ବିଧାନସଭା, ଆଗତ ହେବ କାମଚଳା ବଜେଟ୍
ଏହି ଅଧିବେଶନରେ କାମଚଳା ବଜେଟ ଆଗତ କରାଯିବ।
ଫେବ୍ରୁଆରୀ ୫ରୁ ଆରମ୍ଭ ହେବ ବିଧାନସଭା ବଜେଟ ଅଧିବେଶନ। ଏହି ଅଧିବେଶନରେ କାମଚଳା ବଜେଟ ଆଗତ କରାଯିବ। ଫେବ୍ରୁଆରୀ ୫ରୁ ୧୩ ପର୍ଯ୍ୟନ୍ତ ଚାଲିବ ଏହି ବଜେଟ୍ ଅଧିବେଶନ। ଏନେଇ ବିଧାନସଭା ପକ୍ଷରୁ ସୂଚନା ଦିଆଯାଇଛି। ୫ ତାରିଖରେ ରାଜ୍ୟପାଳଙ୍କ ଅଭିଭାଷଣରୁ ବିଧାନସଭା ଆରମ୍ଭହେବ। ୮ ତାରିଖରେ ବଜେଟ ଉପସ୍ଥାପନ କରାଯିବ। ସାଧାରଣ ନିର୍ବାଚନ ପୂର୍ବରୁ ଏହା ହେଉଛି ଶେଷ ବିଧାନସଭା ଅଧିବେଶନ।
#ଫେବ୍ରୁଆରୀ_୫ରୁ_ବିଧାନସଭା
-ଫେବ୍ରୁଆରୀ ୫ରୁ ବିଧାନସଭା କାମଚଳା ବଜେଟ ଅଧିବେଶନ
-ଫେବ୍ରୁଆରୀ ୫ରୁ ୧୩ ପର୍ଯ୍ୟନ୍ତ ଚାଲିବ ଅଧିବେଶନ#Odisha #Assembly #BudgetSession #OTV pic.twitter.com/HJqoPhnGYv — ଓଟିଭି (@otvkhabar) January 19, 2024