ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ, ୪୮ ଘଣ୍ଟା ମଧ୍ୟରେ ନେଇପାରେ ଅବପାତର ରୂପ

କନକବ୍ୟୁରୋ: ବଙ୍ଗୋପ ସାଗରରେ ସୃଷ୍ଟି ହେଲା ଲଘୁଚାପ। ଦକ୍ଷିଣପୂର୍ବ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଯାଇ ଏହା ଅବପାତରେ ପରିଣତ ହୋଇପାରେ।  ୪୮ ଘଣ୍ଟାରେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଅବପାତର ରୂପ ନେବାର ସମ୍ଭାବନା ରହିଛି। ପ୍ରଭାବରେ ଆଜି କଳାହାଣ୍ଡିକୁ ଅରେଞ୍ଜ, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। 

ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ, ୪୮ ଘଣ୍ଟା ମଧ୍ୟରେ ନେଇପାରେ ଅବପାତର ରୂପ

କନକବ୍ୟୁରୋ: ବଙ୍ଗୋପ ସାଗରରେ ସୃଷ୍ଟି ହେଲା ଲଘୁଚାପ। ଦକ୍ଷିଣପୂର୍ବ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଯାଇ ଏହା ଅବପାତରେ ପରିଣତ ହୋଇପାରେ। 

୪୮ ଘଣ୍ଟାରେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଅବପାତର ରୂପ ନେବାର ସମ୍ଭାବନା ରହିଛି। ପ୍ରଭାବରେ ଆଜି କଳାହାଣ୍ଡିକୁ ଅରେଞ୍ଜ, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।