ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ଏସବୁ ଜିଲାରେ ପ୍ରବଳ ଘଡ଼ଘଡ଼ି ସହ ବର୍ଷା, ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୮ା୬: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ନିକଟରେ ଦୁଇଟି ଲଘୁଚାପ ସୃଷ୍ଟି ହୋଇଥିବାବେଳେ ଏବେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଅନ୍ୟପକ୍ଷରେ ଆସନ୍ତାକାଲି ପାଇଁ ୨୬ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି […] The post ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ଏସବୁ ଜିଲାରେ ପ୍ରବଳ ଘଡ଼ଘଡ଼ି ସହ ବର୍ଷା, ସତର୍କ କଲା ପାଣିପାଗ ବିଭାଗ appeared first on Dharitri Odia News.

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ଏସବୁ ଜିଲାରେ ପ୍ରବଳ ଘଡ଼ଘଡ଼ି ସହ ବର୍ଷା, ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୮ା୬: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ନିକଟରେ ଦୁଇଟି ଲଘୁଚାପ ସୃଷ୍ଟି ହୋଇଥିବାବେଳେ ଏବେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଅନ୍ୟପକ୍ଷରେ ଆସନ୍ତାକାଲି ପାଇଁ ୨୬ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର।

The post ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ଏସବୁ ଜିଲାରେ ପ୍ରବଳ ଘଡ଼ଘଡ଼ି ସହ ବର୍ଷା, ସତର୍କ କଲା ପାଣିପାଗ ବିଭାଗ appeared first on Dharitri Odia News.