ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ)- ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ଆସନ୍ତା ୨୦ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ୨୩ ବେଳକୁ ଲଘୁଚାପର ରୂପ ନେବ, ଯାହା ପରବର୍ତ୍ତୀ ପର୍ଯ୍ୟାୟରେ ଅବପାତ ବା ଗଭୀର ଅବପାତ ହେବାର ଯଥେଷ୍ଟ ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ କହିଛି। ତେବେ ଏହା କେତେ ଘନୀଭୂତ ହେବ ଓ କେଉଁଆଡ଼କୁ ଗତି […] The post ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ appeared first on Dharitri Odia News.

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ)- ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ଆସନ୍ତା ୨୦ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ୨୩ ବେଳକୁ ଲଘୁଚାପର ରୂପ ନେବ, ଯାହା ପରବର୍ତ୍ତୀ ପର୍ଯ୍ୟାୟରେ ଅବପାତ ବା ଗଭୀର ଅବପାତ ହେବାର ଯଥେଷ୍ଟ ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ କହିଛି। ତେବେ ଏହା କେତେ ଘନୀଭୂତ ହେବ ଓ କେଉଁଆଡ଼କୁ ଗତି କରିବ ତାହା ସ୍ପଷ୍ଟ ହୋଇନାହିଁ। ତେବେ ଲଘୁଚାପ କଥା ଶୁଣିବା ପରେ ଏବେ ଲୋକଙ୍କ ମନରେ ବାତ୍ୟା ଭୟ ଘାରିଛି।

The post ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ appeared first on Dharitri Odia News.