ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ: ଏହି ସବୁ ଜିଲାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର,୧୮।୧୨: ଦକ୍ଷିଣ ଆଣ୍ଡାମାନ ସାଗର ଓ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ମେଘୁଆ ପାଗ ସହ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୪ ଦିନ ବର୍ଷା ସମ୍ଭାବନା ରହିଛି। ଆଜି ଦକ୍ଷିଣ ଓଡ଼ିଶାରେ ବର୍ଷା ହେବା ସମ୍ଭାବନା ଥିବା ବେଳେ ୧୯ରୁ ୨୧ ଯାଏ ଉପକୂଳ ଓଡ଼ିଶାରେ ବର୍ଷା ହେବା ନେଇ ପାଣିପାଗ ବିଭାଗପୁର୍ବାନୁମାନ କରିଛି। ପୁରୀ, ଜଗତସିଂହପୁର, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁରରେ ୧୯ରୁ ୨୧ […] The post ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ: ଏହି ସବୁ ଜିଲାରେ ପ୍ରବଳ ବର୍ଷିବ appeared first on Dharitri Odia News.
ଭୁବନେଶ୍ୱର,୧୮।୧୨: ଦକ୍ଷିଣ ଆଣ୍ଡାମାନ ସାଗର ଓ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ମେଘୁଆ ପାଗ ସହ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୪ ଦିନ ବର୍ଷା ସମ୍ଭାବନା ରହିଛି। ଆଜି ଦକ୍ଷିଣ ଓଡ଼ିଶାରେ ବର୍ଷା ହେବା ସମ୍ଭାବନା ଥିବା ବେଳେ ୧୯ରୁ ୨୧ ଯାଏ ଉପକୂଳ ଓଡ଼ିଶାରେ ବର୍ଷା ହେବା ନେଇ ପାଣିପାଗ ବିଭାଗପୁର୍ବାନୁମାନ କରିଛି। ପୁରୀ, ଜଗତସିଂହପୁର, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁରରେ ୧୯ରୁ ୨୧ ଯାଏ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି।
The post ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ: ଏହି ସବୁ ଜିଲାରେ ପ୍ରବଳ ବର୍ଷିବ appeared first on Dharitri Odia News.