ବଜେଟ ପୂର୍ବରୁ ବିଧାନସଭାରେ ଉପସ୍ଥାପିତ ହେଲା ଅର୍ଥନୈତିକ ସର୍ଭେ ରିପୋର୍ଟ

ଭୁବନେଶ୍ବର: ବଜେଟ ପୂର୍ବରୁ ବିଧାନସଭାରେ ଉପସ୍ଥାପିତ ହେଲା ଅର୍ଥନୈତିକ ସର୍ଭେ ରିପୋର୍ଟ। ୨୦୨୪-୨୫ ଆର୍ଥିକ ବର୍ଷରେ ଓଡିଶା ଅର୍ଥନୀତିର ଆକାର ୯.୫ଲକ୍ଷ କୋଟି ଟଙ୍କା ହେବ ବୋଲି ଆକଳନ କରାଯାଇଛି।ଅର୍ଥନୈତିକ ଅଭିବୃଦ୍ଧି ହାର ୭.୨ ପ୍ରତିଶତ ରହିବ ବୋଲି ଆକଳନ କରାଯାଇଛି। ରାଜ୍ୟ ଅର୍ଥନୀତିରେ ଶିଳ୍ପ କ୍ଷେତ୍ରର ଯୋଗଦାନ ୪୪ ପ୍ରତିଶତ ଥିବାବେଳେ ଏହାର ଅଭିବୃଦ୍ଧି ହାର ୬.୧ ପ୍ରତିଶତ ଯାହାକି ସର୍ବଭାରତୀୟ ସ୍ତର ସହିତ ପ୍ରାୟ ସମାନ। The post ବଜେଟ ପୂର୍ବରୁ ବିଧାନସଭାରେ ଉପସ୍ଥାପିତ ହେଲା ଅର୍ଥନୈତିକ ସର୍ଭେ ରିପୋର୍ଟ appeared first on Odisha.News.

ବଜେଟ ପୂର୍ବରୁ ବିଧାନସଭାରେ ଉପସ୍ଥାପିତ ହେଲା ଅର୍ଥନୈତିକ ସର୍ଭେ ରିପୋର୍ଟ

ଭୁବନେଶ୍ବର: ବଜେଟ ପୂର୍ବରୁ ବିଧାନସଭାରେ ଉପସ୍ଥାପିତ ହେଲା ଅର୍ଥନୈତିକ ସର୍ଭେ ରିପୋର୍ଟ। ୨୦୨୪-୨୫ ଆର୍ଥିକ ବର୍ଷରେ ଓଡିଶା ଅର୍ଥନୀତିର ଆକାର ୯.୫ଲକ୍ଷ କୋଟି ଟଙ୍କା ହେବ ବୋଲି ଆକଳନ କରାଯାଇଛି।ଅର୍ଥନୈତିକ ଅଭିବୃଦ୍ଧି ହାର ୭.୨ ପ୍ରତିଶତ ରହିବ ବୋଲି ଆକଳନ କରାଯାଇଛି। ରାଜ୍ୟ ଅର୍ଥନୀତିରେ ଶିଳ୍ପ କ୍ଷେତ୍ରର ଯୋଗଦାନ ୪୪ ପ୍ରତିଶତ ଥିବାବେଳେ ଏହାର ଅଭିବୃଦ୍ଧି ହାର ୬.୧ ପ୍ରତିଶତ ଯାହାକି ସର୍ବଭାରତୀୟ ସ୍ତର ସହିତ ପ୍ରାୟ ସମାନ।

The post ବଜେଟ ପୂର୍ବରୁ ବିଧାନସଭାରେ ଉପସ୍ଥାପିତ ହେଲା ଅର୍ଥନୈତିକ ସର୍ଭେ ରିପୋର୍ଟ appeared first on Odisha.News.