ବଜେଟରେ ମୋହନ ମାଝିଙ୍କ ବଡ଼ ଘୋଷଣା: ବଢିଲା ବାର୍ଦ୍ଧକ୍ୟ ଭତ୍ତା, ଏଣିକି ଏତିକି ମିଳିବ

ଭୁବନେଶ୍ୱର,୨୫।୭: ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବଜେଟ ଉପସ୍ଥାପନ କରିଛନ୍ତି। ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ବଜେଟରେ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ବାର୍ଦ୍ଧକ୍ୟ ଭତ୍ତା ୩୫୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି। ଏଥିସହ ବଜେଟରେ ସାମାଜିକ ସୁରକ୍ଷା ପାଇଁ ୭ ହଜାର ୬ ଶହ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ସେହିପରି ଭିନ୍ନକ୍ଷମ କଲ୍ୟାଣ ପାଇଁ ୩୦୨ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ସେହିପରି ଶିକ୍ଷାକ୍ଷେତ୍ର […] The post ବଜେଟରେ ମୋହନ ମାଝିଙ୍କ ବଡ଼ ଘୋଷଣା: ବଢିଲା ବାର୍ଦ୍ଧକ୍ୟ ଭତ୍ତା, ଏଣିକି ଏତିକି ମିଳିବ appeared first on Dharitri Odia News.

ବଜେଟରେ ମୋହନ ମାଝିଙ୍କ ବଡ଼ ଘୋଷଣା: ବଢିଲା ବାର୍ଦ୍ଧକ୍ୟ ଭତ୍ତା, ଏଣିକି ଏତିକି ମିଳିବ

ଭୁବନେଶ୍ୱର,୨୫।୭: ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବଜେଟ ଉପସ୍ଥାପନ କରିଛନ୍ତି। ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ବଜେଟରେ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ବାର୍ଦ୍ଧକ୍ୟ ଭତ୍ତା ୩୫୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି। ଏଥିସହ ବଜେଟରେ ସାମାଜିକ ସୁରକ୍ଷା ପାଇଁ ୭ ହଜାର ୬ ଶହ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ସେହିପରି ଭିନ୍ନକ୍ଷମ କଲ୍ୟାଣ ପାଇଁ ୩୦୨ କୋଟି ଟଙ୍କା ବ୍ୟୟବରାଦ ହୋଇଛି।

ସେହିପରି ଶିକ୍ଷାକ୍ଷେତ୍ର ପାଇଁ ବଜେଟରେ ୩୫ ହଜାର ୫୩୬ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ପ୍ରାଥମିକ ସ୍ତରରେ ଗୁଣାତ୍ମକ ଶିକ୍ଷା ପ୍ରଦାନ ପାଇଁ ନୂଆ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା ହୋଇଛି। ବଜେଟରେ ଏଥିପାଇଁ ୫୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ପାଇଁ ୭୦୧ କୋଟି ଟଙ୍କା ରଖିଛନ୍ତି।

The post ବଜେଟରେ ମୋହନ ମାଝିଙ୍କ ବଡ଼ ଘୋଷଣା: ବଢିଲା ବାର୍ଦ୍ଧକ୍ୟ ଭତ୍ତା, ଏଣିକି ଏତିକି ମିଳିବ appeared first on Dharitri Odia News.