ବଜେଟ୍ରେ ବନ୍ୟା କ୍ଷତିଗ୍ରସ୍ତ ୫ ରାଜ୍ୟକୁ ସ୍ବତନ୍ତ୍ର ସହାୟତା
ନୂଆଦିଲ୍ଲୀ,୨୩।୭: ମଙ୍ଗଳବାର ଲୋକ ସଭାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳାଙ୍କ ଏହା ହେଉଛି ସପ୍ତମ ବଜେଟ ଏବଂ ମୋଦି ସରକାରଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ। ବଜେଟ୍ରେ ବନ୍ୟା କ୍ଷତିଗ୍ରସ୍ତ ୫ଟି ରାଜ୍ୟକୁ ସ୍ବତନ୍ତ୍ର ସହାୟତା ଘୋଷଣା କରାଯାଇଛି। ବନ୍ୟା ମୁକାବିଲା ପାଇଁ ବିହାରକୁ ୧୧, ୫୦୦ କୋଟି ଦିଆଯିବ ବୋଳି ବଜେଟ୍ରେ ଘୋଷଣା କରାଯାଇଛି। ଏପରିକି ଆସାମ, ହିମାଚଳ ପ୍ରଦେଶ, ଉତ୍ତରାଖଣ୍ଡ, ସିକିମକୁ ମଧ୍ୟ […] The post ବଜେଟ୍ରେ ବନ୍ୟା କ୍ଷତିଗ୍ରସ୍ତ ୫ ରାଜ୍ୟକୁ ସ୍ବତନ୍ତ୍ର ସହାୟତା appeared first on Dharitri Odia News.
ନୂଆଦିଲ୍ଲୀ,୨୩।୭: ମଙ୍ଗଳବାର ଲୋକ ସଭାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳାଙ୍କ ଏହା ହେଉଛି ସପ୍ତମ ବଜେଟ ଏବଂ ମୋଦି ସରକାରଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ। ବଜେଟ୍ରେ ବନ୍ୟା କ୍ଷତିଗ୍ରସ୍ତ ୫ଟି ରାଜ୍ୟକୁ ସ୍ବତନ୍ତ୍ର ସହାୟତା ଘୋଷଣା କରାଯାଇଛି। ବନ୍ୟା ମୁକାବିଲା ପାଇଁ ବିହାରକୁ ୧୧, ୫୦୦ କୋଟି ଦିଆଯିବ ବୋଳି ବଜେଟ୍ରେ ଘୋଷଣା କରାଯାଇଛି। ଏପରିକି ଆସାମ, ହିମାଚଳ ପ୍ରଦେଶ, ଉତ୍ତରାଖଣ୍ଡ, ସିକିମକୁ ମଧ୍ୟ ସହାୟତା ମିଳିବ ବୋଲି ବଜେଟ୍ରେ ଉପସ୍ଥାପନ କରାଯାଇଛି।
The post ବଜେଟ୍ରେ ବନ୍ୟା କ୍ଷତିଗ୍ରସ୍ତ ୫ ରାଜ୍ୟକୁ ସ୍ବତନ୍ତ୍ର ସହାୟତା appeared first on Dharitri Odia News.