ବଜ୍ର ମୃତ୍ୟୁ ମହାବିପତ୍ତି

#ବଜ୍ର_ମୃତ୍ୟୁ_ମହାବିପତ୍ତି ଚିନ୍ତା ବଢାଉଛି ବଜ୍ରପାତଜନିତ ମୃତ୍ୟୁ। ପ୍ରତିବର୍ଷ ରାଜ୍ୟରେ ବଜ୍ରାଘାତରେ ଯାଉଛି ପାଖାପଖି ୩ ଶହ ଜୀବନ। ବିଜୁଳି, ଘଡଘଡ଼ିର ପ୍ରକୋପ ହ୍ରାସ କରିବା ପାଇଁ ଅଧିକ ପ୍ରଭାବିତ ଜିଲ୍ଲାଗୁଡ଼ିକରେ ବ୍ୟାପକ ତାଳ ଗଛ ଲଗାଇବା ପାଇଁ ପାଇଁ ନିଷ୍ପତ୍ତି ହୋଇଥିଲା। ଚଳିତ ବର୍ଷ ମଧ୍ୟ ପ୍ରାୟ ୨୫ ଲକ୍ଷ ତାଳ ଗଛ ଲଗାଇବାକୁ ଯୋଜନା କରିଛି ଜଙ୍ଗଲ ବିଭାଗ।

ବଜ୍ର ମୃତ୍ୟୁ ମହାବିପତ୍ତି
Array