ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା
ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି। ମୃତା ମା’ ହେଲେ ଶଶିରେଖା ବାରିକ(୫୫) ଓ ପୁଅ ରବୀନ୍ଦ୍ର (୨୫)। ସୂଚନାନୁଯାୟୀ, ଆଜି ସନ୍ଧ୍ୟାରେ ବିଲରେ ମୁଗ ଉପାଡୁଥିବା ସମୟରେ ବଜ୍ରପାତ ହୋଇଥିଲା। ଘଟଣାସ୍ଥଳରେ ଉଭୟଙ୍କ ମୃତ୍ୟୁ ଘଟିଥିଲା। ତେବେ ଖବର ପାଇ ଡେରାବିଶ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଉଭୟଙ୍କ ମୃତଦେହ ଜବତ କରି କେନ୍ଦ୍ରାପଡ଼ା ଜିଲା ମୁଖ୍ୟ […] The post ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା appeared first on Dharitri Odia News.
ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି। ମୃତା ମା’ ହେଲେ ଶଶିରେଖା ବାରିକ(୫୫) ଓ ପୁଅ ରବୀନ୍ଦ୍ର (୨୫)।
ସୂଚନାନୁଯାୟୀ, ଆଜି ସନ୍ଧ୍ୟାରେ ବିଲରେ ମୁଗ ଉପାଡୁଥିବା ସମୟରେ ବଜ୍ରପାତ ହୋଇଥିଲା। ଘଟଣାସ୍ଥଳରେ ଉଭୟଙ୍କ ମୃତ୍ୟୁ ଘଟିଥିଲା। ତେବେ ଖବର ପାଇ ଡେରାବିଶ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଉଭୟଙ୍କ ମୃତଦେହ ଜବତ କରି କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିସତ୍ାଳୟକୁ ବ୍ୟବଚ୍ଛେଦ ପାଇଁ ପଠାଇଛି। ଏହି ଅଭାବନୀୟ ଘଟଣା ପାଇଁ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ରବୀନ୍ଦ୍ର ପଞ୍ଚାୟତର ୧୪ ନଂ ଓ୍ବାର୍ଡ ସଭ୍ୟ ଭାବେ କାର୍ଯ୍ୟ କରୁଥିଲେ।
The post ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା appeared first on Dharitri Odia News.