ବଜ୍ରାଘାତରେ ଛାତ୍ରୀଙ୍କ ମୃତ୍ୟୁ
ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ସୁଡ୍ରା ପଞ୍ଚାୟତର ପଲାମି ଗ୍ରାମରେ ପ୍ରବଳ ବର୍ଷା ସହିତ ଘଡ଼ଘଡି ମାରିବା ଦ୍ଵାରା ବଜ୍ରାଘାତରେ ଏକ ଛାତ୍ରୀଙ୍କ ମୃତ୍ୟୁ ହୋଇଛି। ଛାତ୍ରୀ ଜଣକ ନିଜ ଘର ବାରଣ୍ଡାରେ ବସିଥିବା ସମୟରେ ଏଭଳି ଘଟଣା ଘଟିଛି ।ମୃତ ଛାତ୍ରୀ ଜଣକ ହେଲେ ପଲାମୀ ଗ୍ରାମର ମଶିନ୍ଦ୍ର ମଲିକଙ୍କ ଝିଅ କଳ୍ପନା ମଲିକ (୧୪)। ଖବର ପାଇ ଘଟଣା ସ୍ଥଳରେ ବାଲିଗୁଡ଼ା ପୋଲିସ୍ ପହଞ୍ଚି କେଶ ନଂ. ୨୨/୨୪ […] The post ବଜ୍ରାଘାତରେ ଛାତ୍ରୀଙ୍କ ମୃତ୍ୟୁ appeared first on Odisha.News.

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ସୁଡ୍ରା ପଞ୍ଚାୟତର ପଲାମି ଗ୍ରାମରେ ପ୍ରବଳ ବର୍ଷା ସହିତ ଘଡ଼ଘଡି ମାରିବା ଦ୍ଵାରା ବଜ୍ରାଘାତରେ ଏକ ଛାତ୍ରୀଙ୍କ ମୃତ୍ୟୁ ହୋଇଛି। ଛାତ୍ରୀ ଜଣକ ନିଜ ଘର ବାରଣ୍ଡାରେ ବସିଥିବା ସମୟରେ ଏଭଳି ଘଟଣା ଘଟିଛି ।ମୃତ ଛାତ୍ରୀ ଜଣକ ହେଲେ ପଲାମୀ ଗ୍ରାମର ମଶିନ୍ଦ୍ର ମଲିକଙ୍କ ଝିଅ କଳ୍ପନା ମଲିକ (୧୪)। ଖବର ପାଇ ଘଟଣା ସ୍ଥଳରେ ବାଲିଗୁଡ଼ା ପୋଲିସ୍ ପହଞ୍ଚି କେଶ ନଂ. ୨୨/୨୪ ପ୍ରକାରେ ଏକ ମାମଲା ରୁଜୁ କରି ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟକୁ ଶବ ବ୍ୟବଚ୍ଛେଦ ନିମନ୍ତେ ପଠାଇଥିଲେ।
The post ବଜ୍ରାଘାତରେ ଛାତ୍ରୀଙ୍କ ମୃତ୍ୟୁ appeared first on Odisha.News.