ବଡଦାଣ୍ଡରେ ବଡ଼ ଅଘଟଣ: ଭକ୍ତଙ୍କ ଉପରକୁ ଚଢିଗଲା କାର୍
ପୁରୀ,୨୯।୮: ପୁରୀ ବଡଦାଣ୍ଡରେ ଘଟିଛି ବଡ଼ ଅଘଟଣ। ରାସ୍ତା ଉପରେ ବସିଥିବା ଭକ୍ତଙ୍କ ଉପରକୁ ଚଡିଯାଇଛି ଏକ କାର୍। ମାଉସୀ ମା’ ମନ୍ଦିର ନିକଟରେ ଏହି ଦୁର୍ଘଟଣା ଘଟିଛି। କାର୍ଟି ଭକ୍ତଙ୍କ ଅଣ୍ଟା ଉପରେ ଚଢିଯାଇଛି। ଯାହାଯୋଗୁ ସେ ଗୁରୁତର ଆହତ ହୋଇଛନ୍ତି। The post ବଡଦାଣ୍ଡରେ ବଡ଼ ଅଘଟଣ: ଭକ୍ତଙ୍କ ଉପରକୁ ଚଢିଗଲା କାର୍ appeared first on Dharitri Odia News.
ପୁରୀ,୨୯।୮: ପୁରୀ ବଡଦାଣ୍ଡରେ ଘଟିଛି ବଡ଼ ଅଘଟଣ। ରାସ୍ତା ଉପରେ ବସିଥିବା ଭକ୍ତଙ୍କ ଉପରକୁ ଚଡିଯାଇଛି ଏକ କାର୍। ମାଉସୀ ମା’ ମନ୍ଦିର ନିକଟରେ ଏହି ଦୁର୍ଘଟଣା ଘଟିଛି। କାର୍ଟି ଭକ୍ତଙ୍କ ଅଣ୍ଟା ଉପରେ ଚଢିଯାଇଛି। ଯାହାଯୋଗୁ ସେ ଗୁରୁତର ଆହତ ହୋଇଛନ୍ତି।
The post ବଡଦାଣ୍ଡରେ ବଡ଼ ଅଘଟଣ: ଭକ୍ତଙ୍କ ଉପରକୁ ଚଢିଗଲା କାର୍ appeared first on Dharitri Odia News.