ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି
ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା ଦେଇଛନ୍ତି ସମ୍ବଲପୁର ଏସପି ମୁକେଶ କୁମାର ଭାମୁ। ଏସପି ସୂଚନା ଦେଇ କହିଛନ୍ତି, ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ସମ୍ବଲପୁର ଗସ୍ତ ବେଳେ ଜିଲା ପୋଲିସ ମୁତୟନ ହେବେନି। ବିକଳ୍ପ ବ୍ୟବସ୍ଥା ସ୍ବରୁପ ପୋଲିସ ମୁଖ୍ୟାଳୟରୁ ଫୋର୍ସ ପହଞ୍ଚିବେ। The post ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି appeared first on Dharitri Odia News.
ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା ଦେଇଛନ୍ତି ସମ୍ବଲପୁର ଏସପି ମୁକେଶ କୁମାର ଭାମୁ।
ଏସପି ସୂଚନା ଦେଇ କହିଛନ୍ତି, ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ସମ୍ବଲପୁର ଗସ୍ତ ବେଳେ ଜିଲା ପୋଲିସ ମୁତୟନ ହେବେନି। ବିକଳ୍ପ ବ୍ୟବସ୍ଥା ସ୍ବରୁପ ପୋଲିସ ମୁଖ୍ୟାଳୟରୁ ଫୋର୍ସ ପହଞ୍ଚିବେ।
The post ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି appeared first on Dharitri Odia News.