ବଡ଼ ଖବର: ଭାବୁକ ପୋଷ୍ଟ କରି ସନ୍ୟାସ ଘୋଷଣା କଲେ ବିରାଟ କୋହଲି

ନୂଆଦିଲ୍ଲୀ,୧୨।୫: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ଏକ ବଡ଼ ଘୋଷଣା କରିଛନ୍ତି କିଙ୍ଗ କୋହଲି। ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି ବିରାଟ କୋହଲି। ଇନଷ୍ଟାଗ୍ରାମରେ ପୋଷ୍ଟ ଶେୟାର କରି ସେ ଏହି ସୂଚନା ଦେଇଛନ୍ତି। ବିରାଟ କୋହଲି ଟେଷ୍ଟ ଜର୍ସି ପିନ୍ଧିଥିବା ନିଜର ଏକ ଫଟୋ ଶେୟାର କରି ଲେଖିଛନ୍ତି, ‘ଟେଷ୍ଟ କ୍ରିକେଟରେ ମୁଁ ପ୍ରଥମ ଥର ପାଇଁ ବ୍ୟାଗି ବ୍ଲୁ ଜର୍ସି ପିନ୍ଧିବାର ୧୪ ବର୍ଷ ବିତିଗଲାଣି। ସତ କହିବାକୁ ଗଲେ, […] The post ବଡ଼ ଖବର: ଭାବୁକ ପୋଷ୍ଟ କରି ସନ୍ୟାସ ଘୋଷଣା କଲେ ବିରାଟ କୋହଲି appeared first on Dharitri Odia News.

ବଡ଼ ଖବର: ଭାବୁକ ପୋଷ୍ଟ କରି ସନ୍ୟାସ ଘୋଷଣା କଲେ ବିରାଟ କୋହଲି

ନୂଆଦିଲ୍ଲୀ,୧୨।୫: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ଏକ ବଡ଼ ଘୋଷଣା କରିଛନ୍ତି କିଙ୍ଗ କୋହଲି। ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି ବିରାଟ କୋହଲି। ଇନଷ୍ଟାଗ୍ରାମରେ ପୋଷ୍ଟ ଶେୟାର କରି ସେ ଏହି ସୂଚନା ଦେଇଛନ୍ତି।
ବିରାଟ କୋହଲି ଟେଷ୍ଟ ଜର୍ସି ପିନ୍ଧିଥିବା ନିଜର ଏକ ଫଟୋ ଶେୟାର କରି ଲେଖିଛନ୍ତି, ‘ଟେଷ୍ଟ କ୍ରିକେଟରେ ମୁଁ ପ୍ରଥମ ଥର ପାଇଁ ବ୍ୟାଗି ବ୍ଲୁ ଜର୍ସି ପିନ୍ଧିବାର ୧୪ ବର୍ଷ ବିତିଗଲାଣି। ସତ କହିବାକୁ ଗଲେ, ଏହି ଫର୍ମାଟ ମୋତେ ଏତେ ଦୂରକୁ ନେଇଯିବ ତାହା ମୁଁ କେବେ କଳ୍ପନା କରି ନଥିଲି। ଏହା ମୋର ପରୀକ୍ଷା ନେଇଛି, ମୋତେ ଗଠନ କରିଛି ଏବଂ ମୋତେ ଏପରି ଶିକ୍ଷା ଦେଇଛି ଯାହାକୁ ମୁଁ ଜୀବନ ସାରା ମୋ ସହିତ ବହନ କରିବି।’

The post ବଡ଼ ଖବର: ଭାବୁକ ପୋଷ୍ଟ କରି ସନ୍ୟାସ ଘୋଷଣା କଲେ ବିରାଟ କୋହଲି appeared first on Dharitri Odia News.