ବଡ଼ ଘୋଷଣା, ଏହିଦିନ ପ୍ରକାଶ ପାଇବ +୨ ରେଜଲ୍ଟ

ଭୁବନେଶ୍ୱର,୨୮।୩: ମେ’ ୧୫ ତାରିଖ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ। ଏନେଇ ବଡ଼ ସୂଚନା ଦେଇଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ। ଏପ୍ରିଲ ୨ରୁ ୧୪ ଯାଏଁ ପ୍ରଥମ ପର୍ଯ୍ୟାୟ ଖାତାଦେଖା ହେବାବେଳେ ଏପ୍ରିଲ ୧୬ରୁ ୨୮ ଯାଏଁ ଦ୍ବିତୀୟ ପର୍ଯ୍ୟାୟ ଖାତାଦେଖା ଚାଲିବ। ଏହାପରେ ମେ ୧୫ରେ ରେଜଲ୍ଟ ପ୍ରକାଶ ପାଇବ। ସୂଚନାଥାଉ କି, ୭୮ଟି ଅଫଲାଇନ, ୭୦ଟି ଅନଲାଇନ କେନ୍ଦ୍ର ହୋଇଛି। ଖାତା ମୂଲ୍ୟାଙ୍କନ କରିବା ପାଇଁ ୧୬ ହଜାର […] The post ବଡ଼ ଘୋଷଣା, ଏହିଦିନ ପ୍ରକାଶ ପାଇବ +୨ ରେଜଲ୍ଟ appeared first on Dharitri Odia News.

ବଡ଼ ଘୋଷଣା, ଏହିଦିନ ପ୍ରକାଶ ପାଇବ +୨ ରେଜଲ୍ଟ

ଭୁବନେଶ୍ୱର,୨୮।୩: ମେ’ ୧୫ ତାରିଖ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ। ଏନେଇ ବଡ଼ ସୂଚନା ଦେଇଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ। ଏପ୍ରିଲ ୨ରୁ ୧୪ ଯାଏଁ ପ୍ରଥମ ପର୍ଯ୍ୟାୟ ଖାତାଦେଖା ହେବାବେଳେ ଏପ୍ରିଲ ୧୬ରୁ ୨୮ ଯାଏଁ ଦ୍ବିତୀୟ ପର୍ଯ୍ୟାୟ ଖାତାଦେଖା ଚାଲିବ। ଏହାପରେ ମେ ୧୫ରେ ରେଜଲ୍ଟ ପ୍ରକାଶ ପାଇବ।

ସୂଚନାଥାଉ କି, ୭୮ଟି ଅଫଲାଇନ, ୭୦ଟି ଅନଲାଇନ କେନ୍ଦ୍ର ହୋଇଛି। ଖାତା ମୂଲ୍ୟାଙ୍କନ କରିବା ପାଇଁ ୧୬ ହଜାର ଅଧ୍ୟାପକଙ୍କୁ ଦାୟିତ୍ୱ ଦିଆଯାଇଛି। ଏନେଇ ସୂଚନା ଦେଇଛି ବୋର୍ଡ।

The post ବଡ଼ ଘୋଷଣା, ଏହିଦିନ ପ୍ରକାଶ ପାଇବ +୨ ରେଜଲ୍ଟ appeared first on Dharitri Odia News.