ବଡ଼ ଠାକୁରଙ୍କ ଆଡପ ମଣ୍ଡପ ବିଜେ ପହଣ୍ଡି ବେଳେ ଅଘଟଣ, ଦୁଃଖ ପ୍ରକାଶ କଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ

ନନ୍ଦିଘୋଷ ବ୍ୟୁରୋ: ବଳଭଦ୍ରଙ୍କ ଆଡପ ମଣ୍ଡପ ବିଜେ ପହଣ୍ଡି ବେଳେ ଘଟିଥିବା ଅଘଟଣ ପାଇଁ ଦୁଃଖ ପ୍ରକାଶ କଲେ ବିଜେଡି... The post ବଡ଼ ଠାକୁରଙ୍କ ଆଡପ ମଣ୍ଡପ ବିଜେ ପହଣ୍ଡି ବେଳେ ଅଘଟଣ, ଦୁଃଖ ପ୍ରକାଶ କଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ appeared first on .

ବଡ଼ ଠାକୁରଙ୍କ ଆଡପ ମଣ୍ଡପ ବିଜେ ପହଣ୍ଡି ବେଳେ ଅଘଟଣ, ଦୁଃଖ ପ୍ରକାଶ କଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ

ନନ୍ଦିଘୋଷ ବ୍ୟୁରୋ: ବଳଭଦ୍ରଙ୍କ ଆଡପ ମଣ୍ଡପ ବିଜେ ପହଣ୍ଡି ବେଳେ ଘଟିଥିବା ଅଘଟଣ ପାଇଁ ଦୁଃଖ ପ୍ରକାଶ କଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ଜଗନ୍ନାଥ ପ୍ରେମୀ ଓ ଓଡ଼ିଶାବାସୀଙ୍କ ଦୁଃଖରେ ସେ ମର୍ମାହତ ବୋଲି କହିଛନ୍ତି । ଆହତ ସେବାୟତଙ୍କ ଆଶୁ ଅରୋଗ୍ୟ କାମନା କରିଛନ୍ତି ନବୀନ । ଏଭଳି ସମ୍ବେଦନଶୀଳ ଘଟଣାର ଯେଉଁଭଳି ପୁନରାବୃତ୍ତି ନ ଘଟେ ବୋଲି ସେ ସମସ୍ତଙ୍କୁ ଅନୁରୋଧ କରିଛନ୍ତି।

The post ବଡ଼ ଠାକୁରଙ୍କ ଆଡପ ମଣ୍ଡପ ବିଜେ ପହଣ୍ଡି ବେଳେ ଅଘଟଣ, ଦୁଃଖ ପ୍ରକାଶ କଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ appeared first on .