ବଡ଼ ଭାଇଙ୍କୁ ଟାଙ୍ଗିଆରେ ହାଣି ମାରିଲା ସାନ ଭାଇ
ଝାରସୁଗୁଡ଼ା,୨୫।୧୧: ସାନ ଭାଇଙ୍କ ଟାଙ୍ଗିଆ ଚୋଟରେ ବଡ଼ ଭାଇଙ୍କ ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା ଘଟିଛି ଝାରସୁଗୁଡ଼ା ଜିଲା ଲଖନପୁର ଥାନା କୁଡ଼ାଲୋଇ ଗଙ୍ଗାପଡ଼ାରେ। ଅଭିଯୁକ୍ତ ସାନ ଭାଇଙଙ୍କୁ ଅଟକ ରଖି ପୋଲିସର ପଚରାଉଚରା କରୁଛି। ତେବେ କେଉଁ କାରଣ ପାଇଁ ହତ୍ୟା କରାଯାଇଛି ତାହାକୁ ନେଇ ସ୍ପଷ୍ଟ ହୋଇ ନାହିଁ। ପୋଲିସ ଖବରପାଇ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି। ଅଧିକ ତଦନ୍ତ ପାଇଁ ସାନ ଭାଇକୁ ମଧ୍ୟ ଅଟକ ରଖି ପଚରାଉଚରା କରୁଛି। The post ବଡ଼ ଭାଇଙ୍କୁ ଟାଙ୍ଗିଆରେ ହାଣି ମାରିଲା ସାନ ଭାଇ appeared first on Dharitri Odia News.
ଝାରସୁଗୁଡ଼ା,୨୫।୧୧: ସାନ ଭାଇଙ୍କ ଟାଙ୍ଗିଆ ଚୋଟରେ ବଡ଼ ଭାଇଙ୍କ ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା ଘଟିଛି ଝାରସୁଗୁଡ଼ା ଜିଲା ଲଖନପୁର ଥାନା କୁଡ଼ାଲୋଇ ଗଙ୍ଗାପଡ଼ାରେ। ଅଭିଯୁକ୍ତ ସାନ ଭାଇଙଙ୍କୁ ଅଟକ ରଖି ପୋଲିସର ପଚରାଉଚରା କରୁଛି। ତେବେ କେଉଁ କାରଣ ପାଇଁ ହତ୍ୟା କରାଯାଇଛି ତାହାକୁ ନେଇ ସ୍ପଷ୍ଟ ହୋଇ ନାହିଁ। ପୋଲିସ ଖବରପାଇ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି। ଅଧିକ ତଦନ୍ତ ପାଇଁ ସାନ ଭାଇକୁ ମଧ୍ୟ ଅଟକ ରଖି ପଚରାଉଚରା କରୁଛି।
The post ବଡ଼ ଭାଇଙ୍କୁ ଟାଙ୍ଗିଆରେ ହାଣି ମାରିଲା ସାନ ଭାଇ appeared first on Dharitri Odia News.