ବଡ଼ଧରଣର ଏନ୍କାଉଣ୍ଟର: ଗଡ଼ିଲା ଗୋଟିଏ ପରେ ଗୋଟିଏ ମାଓବାଦୀଙ୍କ ମୁଣ୍ଡ
ଦାନ୍ତଓ୍ବୋଡ଼ା,୪।୧୦: ଓଡ଼ିଶା ସିମାନ୍ତ ଛତିଶଗଡ଼ ଦାନ୍ତେୱାଡ଼ାରେ ଶୁକ୍ରବାର ସୁରକ୍ଷା କର୍ମୀଙ୍କୁ ଏକ ବଡ଼ଧରଣର ସଫଳତା ମିଳିଛି। ସୁରକ୍ଷା କର୍ମୀଙ୍କ ଏନ୍କାଉଣ୍ଟରରେ ୩୬ଜଣ ମାଓବାଦୀ ନିହତ ହୋଇଥିବା ଜଣାପଡିଛି। ଦାନ୍ତେୱାଡ଼ା ଏବଂ ନାରାୟଣପୁର ଜିଲା ସୀମାନ୍ତ ଜଙ୍ଗଲରେ ମାଓବାଦୀମାନେ ଲୁଚି ରହିଥିବା ସୁରକ୍ଷାକର୍ମୀଙ୍କୁ ସୂଚନା ମିଳିଥିଲା। ଏନେଇ ସୁରକ୍ଷା କର୍ମୀ ସର୍ଚ୍ଚ ଅପରେଶନ ଆରମ୍ଭ କରିଥିଲେ। ସେତିକିବେଳେ ସୁରକ୍ଷା କର୍ମୀଙ୍କ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ହେଲେ ସୁରକ୍ଷା କର୍ମୀଙ୍କ ଏନ୍କାଉଣ୍ଟରରେ ୩୬ଜଣ ମାଓବାଦୀଙ୍କ ମୃତ୍ୟୁ […] The post ବଡ଼ଧରଣର ଏନ୍କାଉଣ୍ଟର: ଗଡ଼ିଲା ଗୋଟିଏ ପରେ ଗୋଟିଏ ମାଓବାଦୀଙ୍କ ମୁଣ୍ଡ appeared first on Dharitri Odia News.
ଦାନ୍ତଓ୍ବୋଡ଼ା,୪।୧୦: ଓଡ଼ିଶା ସିମାନ୍ତ ଛତିଶଗଡ଼ ଦାନ୍ତେୱାଡ଼ାରେ ଶୁକ୍ରବାର ସୁରକ୍ଷା କର୍ମୀଙ୍କୁ ଏକ ବଡ଼ଧରଣର ସଫଳତା ମିଳିଛି। ସୁରକ୍ଷା କର୍ମୀଙ୍କ ଏନ୍କାଉଣ୍ଟରରେ ୩୬ଜଣ ମାଓବାଦୀ ନିହତ ହୋଇଥିବା ଜଣାପଡିଛି।
ଦାନ୍ତେୱାଡ଼ା ଏବଂ ନାରାୟଣପୁର ଜିଲା ସୀମାନ୍ତ ଜଙ୍ଗଲରେ ମାଓବାଦୀମାନେ ଲୁଚି ରହିଥିବା ସୁରକ୍ଷାକର୍ମୀଙ୍କୁ ସୂଚନା ମିଳିଥିଲା। ଏନେଇ ସୁରକ୍ଷା କର୍ମୀ ସର୍ଚ୍ଚ ଅପରେଶନ ଆରମ୍ଭ କରିଥିଲେ। ସେତିକିବେଳେ ସୁରକ୍ଷା କର୍ମୀଙ୍କ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ହେଲେ ସୁରକ୍ଷା କର୍ମୀଙ୍କ ଏନ୍କାଉଣ୍ଟରରେ ୩୬ଜଣ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଅପରେଶରେ ସାମିଲ ଥିବା ସମସ୍ତ ସୁରକ୍ଷା କର୍ମୀ ସୁରକ୍ଷିତ ଥିବା ଦାନ୍ତେୱାଡ଼ା ଏସ୍ପି ସୂଚନା ଦେଇଛନ୍ତି।
The post ବଡ଼ଧରଣର ଏନ୍କାଉଣ୍ଟର: ଗଡ଼ିଲା ଗୋଟିଏ ପରେ ଗୋଟିଏ ମାଓବାଦୀଙ୍କ ମୁଣ୍ଡ appeared first on Dharitri Odia News.