ବଡ଼ବାପାଙ୍କ ସହ ଗାଧୋଇବାକୁ ଯାଇ ମହାନଦୀରେ ଭାସିଗଲେ ୪
ବାଙ୍କୀ,୮ା୬: ମହାନଦୀରେ ଗାଧୋଉଥିବା ବେଳେ ରବିବାର ୪ ଜଣ ପିଲା ଭାସିଯାଇଥିଲେ। ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଉଦ୍ଧାର କରାଯାଇଥିବାବେଳେ ଏବେ ବି ଜଣେ ନାବାଳିକା ନିଖୋଜ ଅଛନ୍ତି। ବଡ଼ବାପାଙ୍କ ସହ ୩ ପୁତୁରା ଏବଂ ଝିଆରୀ ଗାଧୋଇବାକୁ ଯାଇଥିବାବେଳେ ଏହି ଅଘଟଣ ଘଟିଛି। ତେବେ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି ଜାରି ରଖିଛି। The post ବଡ଼ବାପାଙ୍କ ସହ ଗାଧୋଇବାକୁ ଯାଇ ମହାନଦୀରେ ଭାସିଗଲେ ୪ appeared first on Dharitri Odia News.
ବାଙ୍କୀ,୮ା୬: ମହାନଦୀରେ ଗାଧୋଉଥିବା ବେଳେ ରବିବାର ୪ ଜଣ ପିଲା ଭାସିଯାଇଥିଲେ। ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଉଦ୍ଧାର କରାଯାଇଥିବାବେଳେ ଏବେ ବି ଜଣେ ନାବାଳିକା ନିଖୋଜ ଅଛନ୍ତି। ବଡ଼ବାପାଙ୍କ ସହ ୩ ପୁତୁରା ଏବଂ ଝିଆରୀ ଗାଧୋଇବାକୁ ଯାଇଥିବାବେଳେ ଏହି ଅଘଟଣ ଘଟିଛି। ତେବେ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି ଜାରି ରଖିଛି।
The post ବଡ଼ବାପାଙ୍କ ସହ ଗାଧୋଇବାକୁ ଯାଇ ମହାନଦୀରେ ଭାସିଗଲେ ୪ appeared first on Dharitri Odia News.