ବଡ଼ମାଳ ଗୋଳାବାରୁଦ କାରଖାନାରେ ବଡ଼ ଧରଣର ବିସ୍ଫୋରଣ

ବଲାଙ୍ଗୀର: ବଲାଙ୍ଗିର ବଡ଼ମାଳ ଗୋଳାବାରୁଦ କାରଖାନାରେ ବିସ୍ଫୋରଣ ଘଟିଛି। ଏଥିରେ ମୃତାହତ ନେଇ କୌଣସି ସୂଚନା ମିଳିନି। ତେବେ ବିସ୍ଫୋରଣ ପରେ ଗୋଳାବାରୁଦ କାରଖାନା ଭିତରକୁ ଆମ୍ୱୁଲାନ୍ସ ଓ ଅଗ୍ନିଶମ ଗାଡ଼ି ଯାଇଛି। ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏହି ବିସ୍ଫୋରଣ କାରଖାନାର ୧୨ନମ୍ବର ମେଗାଜିନ୍‌ରେ ଘଟିଥିବା ସୂଚନା ମିଳିଛି। ଖବର ପାଇ ସ୍ଥାନୀୟ ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁ ଲିଭା କାର୍ଯ୍ୟ ଆରମ୍ଭ କରିଥିବା ଜଣାପଡିଛି।    

massive explosion at Badmal Ordnance Factory