ବଢ଼ିଲା ଅନୁଭବଙ୍କ ଅଡୁଆ

କଟକ,୮।୫: ଅଭିନେତା ତଥା ଭାଜପା ନେତା ଅନୁଭବ ମହାନ୍ତିଙ୍କ ଅଡୁଆ ବଢିଛି। ବର୍ଷାଙ୍କ ନିର୍ଯାତନା ଅଭିଯୋଗ ମାମଲାରେ କଟକ ଜେଏମଏଫସି କୋର୍ଟ ଅନୁଭବ ମହାନ୍ତିଙ୍କ ଆବେଦନ ଖାରଜ କରିଦେଇଛନ୍ତି। ଅଭିଯୋଗ ମିଥ୍ୟା ଦର୍ଶାଇ ଡିସଚାର୍ଜ ପିଟିସନ ଦାୟର କରିଥିଲେ ଅନୁଭବ। ଅନ୍ୟପଟେ ମେ’ ୧୦ରେ ଚାର୍ଜଫ୍ରେମ ପାଇଁ ଜେଏମଏଫସି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ଏମ୍‌ପି ଅନୁଭବ ମହାନ୍ତିଙ୍କ ବିରୋଧରେ ବର୍ଷା ନିର୍ଯାତନା ମାମଲା ରୁଜୁ କରିଥିବା ବେଳେ ଏହାକୁ ରଦ୍ଦ କରିବା ପାଇଁ ଅନୁଭବ ଏମ୍‌ପି […] The post ବଢ଼ିଲା ଅନୁଭବଙ୍କ ଅଡୁଆ appeared first on Dharitri Odia News.

ବଢ଼ିଲା ଅନୁଭବଙ୍କ ଅଡୁଆ

କଟକ,୮।୫: ଅଭିନେତା ତଥା ଭାଜପା ନେତା ଅନୁଭବ ମହାନ୍ତିଙ୍କ ଅଡୁଆ ବଢିଛି। ବର୍ଷାଙ୍କ ନିର୍ଯାତନା ଅଭିଯୋଗ ମାମଲାରେ କଟକ ଜେଏମଏଫସି କୋର୍ଟ ଅନୁଭବ ମହାନ୍ତିଙ୍କ ଆବେଦନ ଖାରଜ କରିଦେଇଛନ୍ତି। ଅଭିଯୋଗ ମିଥ୍ୟା ଦର୍ଶାଇ ଡିସଚାର୍ଜ ପିଟିସନ ଦାୟର କରିଥିଲେ ଅନୁଭବ। ଅନ୍ୟପଟେ ମେ’ ୧୦ରେ ଚାର୍ଜଫ୍ରେମ ପାଇଁ ଜେଏମଏଫସି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ, ଏମ୍‌ପି ଅନୁଭବ ମହାନ୍ତିଙ୍କ ବିରୋଧରେ ବର୍ଷା ନିର୍ଯାତନା ମାମଲା ରୁଜୁ କରିଥିବା ବେଳେ ଏହାକୁ ରଦ୍ଦ କରିବା ପାଇଁ ଅନୁଭବ ଏମ୍‌ପି ଏମ୍‌ଏଲେ କୋର୍ଟରେ ଅନୁରୋଧ କରିଥିଲେ। ହେଲେ ଏହାକୁ ବର୍ଷାଙ୍କ ପକ୍ଷରୁ ବିରୋଧ କରାଯିବା ସହ ଏହି ମାମଲାରେ ଚାର୍ଜଫ୍ରେମ ପାଇଁ ଯୁକ୍ତି ରଖିଥିଲେ।

The post ବଢ଼ିଲା ଅନୁଭବଙ୍କ ଅଡୁଆ appeared first on Dharitri Odia News.