ବଢ଼ିଲା ୩ ବିଶ୍ୱବିଦ୍ୟାଳୟ କୁଳପତିଙ୍କ କାର୍ଯ୍ୟକାଳ

ଭୁବନେଶ୍ୱର: ବଢ଼ିଲା ୩ କୁଳପତିଙ୍କ କାର୍ଯ୍ୟକାଳ। ୬ ମାସ ପାଇଁ ବଢ଼ିଲା କାର୍ଯ୍ୟକାଳ। ସମ୍ବଲପୁରର ଗଙ୍ଗାଧର ମେହର ବିଶ୍ୱବିଦ୍ୟାଳୟ କୁଳପତି  ଏନ ନାଗରାଜୁ, ଉତ୍କଳ ବିଶ୍ଵବିଦ୍ୟାଳୟ କୁଳପତି ସବିତା ଆଚାର୍ଯ୍ୟ ଓ ରମାଦେବୀ ବିଶ୍ବବିଦ୍ୟାଳୟ କୁଳପତି ଅପରାଜିତା ଚୌଧୁରୀଙ୍କ କାର୍ଯ୍ୟକାଳ ୬ ମାସ ପାଇଁ ବୃଦ୍ଧି କରାଯାଇଛି।