ବଢିଲା ରାଜ୍ୟର ସରକାରୀ କର୍ମଚାରୀମାନଙ୍କ ଗ୍ରାଚୁଇଟି ସୀମା
ଭୁବନେଶ୍ୱର : ବଢିଲା ରାଜ୍ୟର ସରକାରୀ କର୍ମଚାରୀମାନଙ୍କ ଗ୍ରାଚୁଇଟି ସୀମା । ଗ୍ରାଚୁଇଟିର ସୀମା ୧୫ ଲକ୍ଷ ଟଙ୍କାରୁ ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ରାଜ୍ୟର ସରକାରୀ କର୍ମଚାରୀମାନଙ୍କ ମୃତ୍ୟୁ ତଥା ଅବସର କାଳୀନ ଗ୍ରାଚୁଇଟି- DCRGକୁ ୧୫ଲକ୍ଷରୁ ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି । ପିଛିଲା ଭାବେ ୨୦୨୪ ଜାନୁଆରୀ ୧ତାରିଖରୁ ଏହା ଲାଗୁ ହେବ । ରାଜ୍ୟର ବିଭିନ୍ନ ସେବା ସଂଗଠନ […] The post ବଢିଲା ରାଜ୍ୟର ସରକାରୀ କର୍ମଚାରୀମାନଙ୍କ ଗ୍ରାଚୁଇଟି ସୀମା appeared first on KNews Odisha.

ଭୁବନେଶ୍ୱର : ବଢିଲା ରାଜ୍ୟର ସରକାରୀ କର୍ମଚାରୀମାନଙ୍କ ଗ୍ରାଚୁଇଟି ସୀମା । ଗ୍ରାଚୁଇଟିର ସୀମା ୧୫ ଲକ୍ଷ ଟଙ୍କାରୁ ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ରାଜ୍ୟର ସରକାରୀ କର୍ମଚାରୀମାନଙ୍କ ମୃତ୍ୟୁ ତଥା ଅବସର କାଳୀନ ଗ୍ରାଚୁଇଟି- DCRGକୁ ୧୫ଲକ୍ଷରୁ ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି । ପିଛିଲା ଭାବେ ୨୦୨୪ ଜାନୁଆରୀ ୧ତାରିଖରୁ ଏହା ଲାଗୁ ହେବ । ରାଜ୍ୟର ବିଭିନ୍ନ ସେବା ସଂଗଠନ ଗୁଡିକ ଏଥିପାଇଁ ରାଜ୍ୟ ସରକାରଙ୍କ ନିକଟରେ ଅନୁରୋଧ କରିଥିଲେ ।
The post ବଢିଲା ରାଜ୍ୟର ସରକାରୀ କର୍ମଚାରୀମାନଙ୍କ ଗ୍ରାଚୁଇଟି ସୀମା appeared first on KNews Odisha.