ବଢିଲା ସୁନା, ପୁଣି ଲକ୍ଷେ ଟପିବ ଦାମ୍‌ !

ଭୁବନେଶ୍ୱର : ପୁଣି ଚିନ୍ତା ବଢାଇଲା ସୁନା ଦର। ଦିନକୁ ଦିନ ବଢି ଚାଲିଛି ଦର। ଜୁଲାଇ ୧୭ ଅର୍ଥାତ୍‌ ଗୁରୁବାର ପୁଣି ବଢିଛି ସୁନା ଦାମ୍‌ । ୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୯,୩୩୦ ଟଙ୍କା ରହିଛି । ଗତକାଲି ୯୯,୨୮୦ ଟଙ୍କା ଥିଲା । ଏଥିରେ ୫୦ ଟଙ୍କା ବୃଦ୍ଧି ପାଇଛି । ୨୨ କ୍ୟାରେଟ୍‌ ସୁନା ଦର ୧୦ ଗ୍ରାମ୍‌କୁ ୯୧,୦୫୦ ଟଙ୍କା ରହିଛି । ଗତକାଲି ୯୧,୦୦୦ ଟଙ୍କା […]

ବଢିଲା ସୁନା, ପୁଣି ଲକ୍ଷେ ଟପିବ ଦାମ୍‌ !

ଭୁବନେଶ୍ୱର : ପୁଣି ଚିନ୍ତା ବଢାଇଲା ସୁନା ଦର। ଦିନକୁ ଦିନ ବଢି ଚାଲିଛି ଦର। ଜୁଲାଇ ୧୭ ଅର୍ଥାତ୍‌ ଗୁରୁବାର ପୁଣି ବଢିଛି ସୁନା ଦାମ୍‌ । ୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୯,୩୩୦ ଟଙ୍କା ରହିଛି । ଗତକାଲି ୯୯,୨୮୦ ଟଙ୍କା ଥିଲା । ଏଥିରେ ୫୦ ଟଙ୍କା ବୃଦ୍ଧି ପାଇଛି ।

୨୨ କ୍ୟାରେଟ୍‌ ସୁନା ଦର ୧୦ ଗ୍ରାମ୍‌କୁ ୯୧,୦୫୦ ଟଙ୍କା ରହିଛି । ଗତକାଲି ୯୧,୦୦୦ ଟଙ୍କା ଥିଲା । ଏଥିରେ ୫୦ ଟଙ୍କା ବୃଦ୍ଧି ପାଇଛି ।

୧୮ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦର ୭୪,୫୦୦ ଟଙ୍କା ରହିଛି । ଗତକାଲି ୭୪,୪୬୦ ଟଙ୍କା ଥିଲା। ଏଥିରେ ୪୦ ଟଙ୍କା ବୃଦ୍ଧି ହୋଇଛି ।

ସେହିପରି ରୁପା ଦାମ୍‌ରେ କୌଣସି ପରିବର୍ତ୍ତନ ହୋଇ ନାହିଁ । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୨,୪୦୦ ଟଙ୍କା ରହିଛି । ଗତକାଲି ମଧ୍ୟ ୧୨,୪୦୦ ଟଙ୍କା ଥିଲା ।

ବାସ୍‌ ୨୩ ଜୁଲାଇକୁ ଅପେକ୍ଷା ; ୧୦୦ ବର୍ଷ ପରେ ଗଜକେସରୀ ଯୋଗ, ଏହି ରାଶିଙ୍କୁ କୋଟିପତି କରିବେ ଶିବଶଙ୍କର, କିଣିବେ ଘର,ଜମି, ମିଳିବ ବଡ ସଫଳତା..