ବଣ୍ଡା ଘାଟିରେ ଭାରସାମ୍ୟ ହରାଇ ଓଲଟିଲା କମାଣ୍ଡର, ଜଣେ ମୃତ
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ବଣ୍ଡା ଘାଟିରେ ଭାରସାମ୍ୟ ହରାଇ ଓଲଟିଲା କମାଣ୍ଡର ଜଣେ ବଣ୍ଡା ମହିଳା ମୃତ୍ୟୁ ହୋଇଥିବା ବେଳେ ପାଞ୍ଚ ଜଣ ଆହତ । ଆହତମାନଙ୍କୁ ମୁଦୁଲିପଡ଼ା ଉପ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଆଜି ସନ୍ଧ୍ୟାରେ ଅନାକାଡେଲି ସାପ୍ତାହିକ ହାଟରୁ ଫେରୁଥିବା ସମୟରେ ଅଣ୍ଡ୍ରାହାଲ ପାଖରେ କମାଣ୍ଡର ଟି ଭାରସାମ୍ୟ ହରାଇ ଘାଟି ତଳକୁ ପଡି ଯାଇଥିଲା । ଫଳରେ କମାଣ୍ଡର ବସିଥିବା ଯାତ୍ରୀମାନେ ଆହତ ହୋଇଥିବା ବେଳେ ଜଣେ ମହିଳାଙ୍କ ମୃତ୍ୟୁ […] The post ବଣ୍ଡା ଘାଟିରେ ଭାରସାମ୍ୟ ହରାଇ ଓଲଟିଲା କମାଣ୍ଡର, ଜଣେ ମୃତ appeared first on KNews Odisha.

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ବଣ୍ଡା ଘାଟିରେ ଭାରସାମ୍ୟ ହରାଇ ଓଲଟିଲା କମାଣ୍ଡର ଜଣେ ବଣ୍ଡା ମହିଳା ମୃତ୍ୟୁ ହୋଇଥିବା ବେଳେ ପାଞ୍ଚ ଜଣ ଆହତ । ଆହତମାନଙ୍କୁ ମୁଦୁଲିପଡ଼ା ଉପ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଆଜି ସନ୍ଧ୍ୟାରେ ଅନାକାଡେଲି ସାପ୍ତାହିକ ହାଟରୁ ଫେରୁଥିବା ସମୟରେ ଅଣ୍ଡ୍ରାହାଲ ପାଖରେ କମାଣ୍ଡର ଟି ଭାରସାମ୍ୟ ହରାଇ ଘାଟି ତଳକୁ ପଡି ଯାଇଥିଲା । ଫଳରେ କମାଣ୍ଡର ବସିଥିବା ଯାତ୍ରୀମାନେ ଆହତ ହୋଇଥିବା ବେଳେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ଆହତମାନଙ୍କୁ ମୁଦୁଲିପଡ଼ା ଉପ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଖବର ପାଇ ଘଟଣା ସ୍ଥଳରେ ମୁଦୁଲିପଡ଼ା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
The post ବଣ୍ଡା ଘାଟିରେ ଭାରସାମ୍ୟ ହରାଇ ଓଲଟିଲା କମାଣ୍ଡର, ଜଣେ ମୃତ appeared first on KNews Odisha.