ବଦଳିବ କୋଠାର ରଙ୍ଗ

ରାଜ୍ୟରେ ସବୁ ନୂଆ ସରକାରୀ କୋଠାର ରଙ୍ଗ ଗୋଟିଏ ପ୍ରକାରର ହେବ।

ବଦଳିବ କୋଠାର ରଙ୍ଗ

ରାଜ୍ୟରେ ସବୁ ନୂଆ ସରକାରୀ କୋଠାର ରଙ୍ଗ ଗୋଟିଏ ପ୍ରକାରର ହେବ। ସେହିପରି ପୁରୁଣା କୋଠାଗୁଡ଼ିକର ମରାମତି ବା ନବୀକରଣ ବେଳେ ରଙ୍ଗ ବଦଳିବ। ରାଜ୍ୟ ସରକାରଙ୍କ ପୂର୍ତ୍ତ ବିଭାଗ ପକ୍ଷରୁ ଇଆଇସି (ସିଭିଲ-କମ୍-ରୋଡ୍‌ସ), ଇଆଇସି (ଡିପିକ୍ୟୁ), ଓବି ଆଣ୍ଡ ସିସି ଏଲ୍‌ଟିଡି ଇଆଇସି ତଥା ଏମ୍‌ଡିଙ୍କୁ ଏନେଇ ଚିଠି କରାଯାଇଛି।