ବଦଳିବ ମେକ ଇନ ଓଡ଼ିଶା ନାଁ! ମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୨୮।୬: ବଦଳିପାରେ ମେକ ଇନ ଓଡ଼ିଶା ନାଁ । ଏନେଇ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ବାଇଁ ଇସାରା ଦେଇଛନ୍ତି । ମେକ ଇନ ଓଡ଼ିଶା ଜାଗାରେ ଉତ୍କଳ ଇନଭେଷ୍ଟ ସମିଟ ହୋଇପାରେ ବୋଲି ଜଣାପଡିଛି। ଉତ୍କଳ ଇନଭେଷ୍ଟ ସମିଟ ଜରିଆରେ ପୁଞ୍ଜି ଆଣିବାକୁ ଲକ୍ଷ୍ୟ ରହିଛି ବୋଲି ମନ୍ତ୍ରୀ କହିଛନ୍ତି। ମନ୍ତ୍ରୀ କହିଛନ୍ତି, ଓଡ଼ିଶାକୁ କିଭଳି ନୂଆ ଶିଳ୍ପ ଆସିବ ଏବଂ ଶିଳ୍ପକ୍ଷେତ୍ରରେ କିଭଳି ଆଗକୁ ନିଆଯିବ ସେନେଇ ଆଲୋଚନା ହୋଇଛି । ଇଣ୍ଡଷ୍ଟ୍ରିଆଲ କରିଡରକୁ ବିକଶିତ କରିବୁ […] The post ବଦଳିବ ମେକ ଇନ ଓଡ଼ିଶା ନାଁ! ମନ୍ତ୍ରୀ ଦେଲେ ବଡ଼ ସୂଚନା appeared first on Dharitri Odia News.

ବଦଳିବ ମେକ ଇନ ଓଡ଼ିଶା ନାଁ! ମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୨୮।୬: ବଦଳିପାରେ ମେକ ଇନ ଓଡ଼ିଶା ନାଁ । ଏନେଇ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ବାଇଁ ଇସାରା ଦେଇଛନ୍ତି । ମେକ ଇନ ଓଡ଼ିଶା ଜାଗାରେ ଉତ୍କଳ ଇନଭେଷ୍ଟ ସମିଟ ହୋଇପାରେ ବୋଲି ଜଣାପଡିଛି। ଉତ୍କଳ ଇନଭେଷ୍ଟ ସମିଟ ଜରିଆରେ ପୁଞ୍ଜି ଆଣିବାକୁ ଲକ୍ଷ୍ୟ ରହିଛି ବୋଲି ମନ୍ତ୍ରୀ କହିଛନ୍ତି।

ମନ୍ତ୍ରୀ କହିଛନ୍ତି, ଓଡ଼ିଶାକୁ କିଭଳି ନୂଆ ଶିଳ୍ପ ଆସିବ ଏବଂ ଶିଳ୍ପକ୍ଷେତ୍ରରେ କିଭଳି ଆଗକୁ ନିଆଯିବ ସେନେଇ ଆଲୋଚନା ହୋଇଛି । ଇଣ୍ଡଷ୍ଟ୍ରିଆଲ କରିଡରକୁ ବିକଶିତ କରିବୁ । ଏନେଇ ପ୍ରସ୍ତୁତ ଚାଲିଛି । ତେବେ ଖୁବଶୀଘ୍ର ସରକାର ଘୋଷଣା କରିବେ ବୋଲି ମନ୍ତ୍ରୀ ସମ୍ପଦ ସ୍ବାଇଁ କହିଛନ୍ତି।

The post ବଦଳିବ ମେକ ଇନ ଓଡ଼ିଶା ନାଁ! ମନ୍ତ୍ରୀ ଦେଲେ ବଡ଼ ସୂଚନା appeared first on Dharitri Odia News.