ବଦଳିଲା ୟୁନିଫର୍ମ ରଙ୍ଗ, ଏଣିକି ଛାତ୍ରୀଛାତ୍ର ପିନ୍ଧିବେ…
ଭୁବନେଶ୍ୱର, ୨।୧୦: ସରକାରୀ ମାଧ୍ୟମିକ ବିଦ୍ୟାଳୟର ୟୁନିଫର୍ମ ରଙ୍ଗ ବଦଳିଛି। ସବୁଜ ରଙ୍ଗ ବଦଳରେ ଏଣିକି ବାଦାମୀ ରଙ୍ଗର ୟୁନିଫର୍ମ ପିନ୍ଧିବେ ନବମ ଏବଂ ଦଶମ ଶ୍ରେଣୀ ଛାତ୍ରୀଛାତ୍ର । ମୁଖ୍ୟମନ୍ତ୍ରୀ ଛାତ୍ରୀଛାତ୍ର ପରିଧାନ ଯୋଜନା ଅଧୀନରେ ଥିବା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକରେ ଏହା ଲାଗୁହେବ । ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ପାଇଁ ନୂଆ ଡିଜାଇନ ଓ ରଙ୍ଗର ୟୁନିଫର୍ମ ଲାଗୁ ହେବ। ଯେଉଁଠାରେ ପୁରୁଣା ଡିଜାଇନ ୟୁନିଫର୍ମ ବଣ୍ଟନ ହୋଇନି ସେଠାରେ ଏହା ପ୍ରଥମେ […] The post ବଦଳିଲା ୟୁନିଫର୍ମ ରଙ୍ଗ, ଏଣିକି ଛାତ୍ରୀଛାତ୍ର ପିନ୍ଧିବେ… appeared first on Dharitri Odia News.
ଭୁବନେଶ୍ୱର, ୨।୧୦: ସରକାରୀ ମାଧ୍ୟମିକ ବିଦ୍ୟାଳୟର ୟୁନିଫର୍ମ ରଙ୍ଗ ବଦଳିଛି। ସବୁଜ ରଙ୍ଗ ବଦଳରେ ଏଣିକି ବାଦାମୀ ରଙ୍ଗର ୟୁନିଫର୍ମ ପିନ୍ଧିବେ ନବମ ଏବଂ ଦଶମ ଶ୍ରେଣୀ ଛାତ୍ରୀଛାତ୍ର । ମୁଖ୍ୟମନ୍ତ୍ରୀ ଛାତ୍ରୀଛାତ୍ର ପରିଧାନ ଯୋଜନା ଅଧୀନରେ ଥିବା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକରେ ଏହା ଲାଗୁହେବ ।
ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ପାଇଁ ନୂଆ ଡିଜାଇନ ଓ ରଙ୍ଗର ୟୁନିଫର୍ମ ଲାଗୁ ହେବ। ଯେଉଁଠାରେ ପୁରୁଣା ଡିଜାଇନ ୟୁନିଫର୍ମ ବଣ୍ଟନ ହୋଇନି ସେଠାରେ ଏହା ପ୍ରଥମେ ଲାଗୁ ହୋଇପାରିବ। ତେବେ ଏହା କେବେଠୁ ଲାଗୁ ହେବ ନୂଆ ଶିକ୍ଷା ବର୍ଷ ଆରମ୍ଭରୁ କି ଏବେଠାରୁ ତାକୁ ନେଇ କୌଣସି ସୂଚନା ମିଳିପାରି ନାହିଁ ।
The post ବଦଳିଲା ୟୁନିଫର୍ମ ରଙ୍ଗ, ଏଣିକି ଛାତ୍ରୀଛାତ୍ର ପିନ୍ଧିବେ… appeared first on Dharitri Odia News.