ବଦଳିଲେ କଂଗ୍ରେସ ଜିଲା ସାଧାରଣ ସମ୍ପାଦକ, ବ୍ଲକ ସଭାପତି
ପାଟଣା,୯ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ନୂତନ କଂଗ୍ରେସ ସଭାପତି ଭାବେ ଭାବେ କୈଳାଶ ଚନ୍ଦ୍ର ବାରିକଙ୍କୁ ଜିଲା କଂଗ୍ରେସ ସଭାପତି ମୋହନ ପରିଡ଼ା ଗୁରୁବାର ନିଯୁକ୍ତି ଦେଇଛନ୍ତି। ସେହି ଭଳି ଜିଲା ସାଧାରଣ ସମ୍ପାଦକ ଭାବେ ଜ୍ଞାନେନ୍ଦ୍ର ମିଶ୍ରଙ୍କୁ ନିଯୁକ୍ତି ଦିଆଯାଇଛି। ସୂଚନାଯୋଗ୍ୟ,ବୁଧବାର କଂଗ୍ରେସର ପାଟଣା ବ୍ଲକ ସଭାପତି ଶତ୍ରୁଘ୍ନ ସିଂ ଦଳରୁ ଇସ୍ତଫା ଦେବା ପରେ କଂଗ୍ରେସ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଥିବା ଜିଲା କଂଗ୍ରେସ ସଭାପତି ମୋହନ ପରିଡ଼ା କହିଛନ୍ତି। The post ବଦଳିଲେ କଂଗ୍ରେସ ଜିଲା ସାଧାରଣ ସମ୍ପାଦକ, ବ୍ଲକ ସଭାପତି appeared first on Dharitri Odia News.
ପାଟଣା,୯ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ନୂତନ କଂଗ୍ରେସ ସଭାପତି ଭାବେ ଭାବେ କୈଳାଶ ଚନ୍ଦ୍ର ବାରିକଙ୍କୁ ଜିଲା କଂଗ୍ରେସ ସଭାପତି ମୋହନ ପରିଡ଼ା ଗୁରୁବାର ନିଯୁକ୍ତି ଦେଇଛନ୍ତି। ସେହି ଭଳି ଜିଲା ସାଧାରଣ ସମ୍ପାଦକ ଭାବେ ଜ୍ଞାନେନ୍ଦ୍ର ମିଶ୍ରଙ୍କୁ ନିଯୁକ୍ତି ଦିଆଯାଇଛି।
ସୂଚନାଯୋଗ୍ୟ,ବୁଧବାର କଂଗ୍ରେସର ପାଟଣା ବ୍ଲକ ସଭାପତି ଶତ୍ରୁଘ୍ନ ସିଂ ଦଳରୁ ଇସ୍ତଫା ଦେବା ପରେ କଂଗ୍ରେସ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଥିବା ଜିଲା କଂଗ୍ରେସ ସଭାପତି ମୋହନ ପରିଡ଼ା କହିଛନ୍ତି।
The post ବଦଳିଲେ କଂଗ୍ରେସ ଜିଲା ସାଧାରଣ ସମ୍ପାଦକ, ବ୍ଲକ ସଭାପତି appeared first on Dharitri Odia News.