‘ବନବାସ’ ରିଲିଜ୍‌ ପୂର୍ବରୁ ମହାପ୍ରଭୁଙ୍କ ଆଶୀର୍ବାଦ ନେଲେ ବଲିଉଡ ଅଭିନେତା ଉତ୍କର୍ଷ

ପୁରୀ,୧୯।୧୧: ବଲିଉଡ ହିରୋ ଉତ୍କର୍ଷ ଶର୍ମା ମଙ୍ଗଳବାର ପୁରୀରେ ପହଞ୍ଚି ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି। ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିବା ସହ ଆଗାମୀ ଫିଲ୍ମ ‘ବନବାସ’ର ପ୍ରମୋସନ ପୁରୀରୁ ଆରମ୍ଭ ହୋଇଥିବା ସେ ପ୍ରକାଶ କରିଛନ୍ତି। ଗଦର-୨ର ଅପାର ସଫଳତା ପରେ ନିର୍ଦ୍ଦେଶକ ଅନିଲ ଶର୍ମା ତାଙ୍କର ପରବର୍ତ୍ତୀ ଚଳଚ୍ଚିତ୍ର ’ବନବାସ’ ଘୋଷଣା କରିଥିଲେ। ଜି ଷ୍ଟୁଡିଓ ଦ୍ୱାରା ନିର୍ମିତ ଏହି ଚଳଚ୍ଚିତ୍ର ଖୁବଶୀଘ୍ର ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବ। ପ୍ରାଚୀନ କାହାଣୀ ଉପରେ ଆଧାରିତ ଏହି […] The post ‘ବନବାସ’ ରିଲିଜ୍‌ ପୂର୍ବରୁ ମହାପ୍ରଭୁଙ୍କ ଆଶୀର୍ବାଦ ନେଲେ ବଲିଉଡ ଅଭିନେତା ଉତ୍କର୍ଷ appeared first on Dharitri Odia News.

‘ବନବାସ’ ରିଲିଜ୍‌ ପୂର୍ବରୁ ମହାପ୍ରଭୁଙ୍କ ଆଶୀର୍ବାଦ ନେଲେ ବଲିଉଡ ଅଭିନେତା ଉତ୍କର୍ଷ

ପୁରୀ,୧୯।୧୧: ବଲିଉଡ ହିରୋ ଉତ୍କର୍ଷ ଶର୍ମା ମଙ୍ଗଳବାର ପୁରୀରେ ପହଞ୍ଚି ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି। ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିବା ସହ ଆଗାମୀ ଫିଲ୍ମ ‘ବନବାସ’ର ପ୍ରମୋସନ ପୁରୀରୁ ଆରମ୍ଭ ହୋଇଥିବା ସେ ପ୍ରକାଶ କରିଛନ୍ତି।

ଗଦର-୨ର ଅପାର ସଫଳତା ପରେ ନିର୍ଦ୍ଦେଶକ ଅନିଲ ଶର୍ମା ତାଙ୍କର ପରବର୍ତ୍ତୀ ଚଳଚ୍ଚିତ୍ର ’ବନବାସ’ ଘୋଷଣା କରିଥିଲେ। ଜି ଷ୍ଟୁଡିଓ ଦ୍ୱାରା ନିର୍ମିତ ଏହି ଚଳଚ୍ଚିତ୍ର ଖୁବଶୀଘ୍ର ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବ। ପ୍ରାଚୀନ କାହାଣୀ ଉପରେ ଆଧାରିତ ଏହି ଚଳଚ୍ଚିତ୍ରରେ ଉତ୍କର୍ଷ ଫିଲ୍ମ ଲିଡ୍‌ରେ ରୋଲରେ ନଜର ଆସିବେ।

The post ‘ବନବାସ’ ରିଲିଜ୍‌ ପୂର୍ବରୁ ମହାପ୍ରଭୁଙ୍କ ଆଶୀର୍ବାଦ ନେଲେ ବଲିଉଡ ଅଭିନେତା ଉତ୍କର୍ଷ appeared first on Dharitri Odia News.