ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ବର,୧୭।୩(ଅସମାପିକା ସାହୁ): ଆଗାମୀ ଲୋକ ସଭା ଓ ବିଧାନସଭା ନିର୍ବାଚନ ପରିପ୍ରେକ୍ଷୀରେ ଆଦର୍ଶ ଆଚରଣବିଧି ଘୋଷଣା ହୋଇଛି। ଏହାକୁ ଦୃଷ୍ଟିରେ ରଖି ନିର୍ବାଚନ ପ୍ରକିୟା ସମ୍ପୂର୍ଣ୍ଣ ହେଲା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଭିଯୋଗ ପ୍ରକୋଷ୍ଠରେ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଏନେଇ ରବିବାର ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। The post ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି appeared first on Dharitri Odia News.

ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ବର,୧୭।୩(ଅସମାପିକା ସାହୁ): ଆଗାମୀ ଲୋକ ସଭା ଓ ବିଧାନସଭା ନିର୍ବାଚନ ପରିପ୍ରେକ୍ଷୀରେ ଆଦର୍ଶ ଆଚରଣବିଧି ଘୋଷଣା ହୋଇଛି। ଏହାକୁ ଦୃଷ୍ଟିରେ ରଖି ନିର୍ବାଚନ ପ୍ରକିୟା ସମ୍ପୂର୍ଣ୍ଣ ହେଲା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଭିଯୋଗ ପ୍ରକୋଷ୍ଠରେ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଏନେଇ ରବିବାର ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

The post ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି appeared first on Dharitri Odia News.